ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି। ଅନେକ ସ୍ଥାନ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ ନେଇ ପରିବାର ଲୋକେ ପୋଲିସ ନିକଟରେ…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି।…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଯୋଗୁଁ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ ଓ ଅବହେଳାର ଶିକାର ହୋଇଆସୁଛି। ୧୯୯୪ରେ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ କରିଛି। ଚଳିତ ଏସିଆ କପ୍‌ରେ ଏହା…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର ଦ୍ୱିତୀୟ ଲଞ୍ଚ ପ୍ୟାଡ୍‌ରୁ ଆଜି ଭୋର ପ୍ରାୟ ୨ଟା ୫୫ ମିନିଟ୍‌ରେ GSLV-F17…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି, ପୋଷାକ, ମଧ୍ୟାହ୍ନଭୋଜନ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଛନ୍ତି। ଏହାସତ୍ତ୍ୱେ ବିଭିନ୍ନ ସ୍କୁଲରେ ଡ୍ରପ୍‌ଆଉଟ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ ମଧ୍ୟରେ ମଙ୍ଗଳବାର ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସାକ୍ଷାତ୍‌କାରର ଗୋଟିଏ ଦିନ ପରେ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି ଯେ ଗ୍ରାଉଣ୍ଡ ରିପୋର୍ଟ, ଉପଲବ୍ଧ ତଥ୍ୟ ଏବଂ ଆନ୍ଦୋଳନରେ ସାମିଲ ଯୁବକମାନଙ୍କ ସହ…

ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀ ଜଳ ବୋର୍ଡର STP ଘୋଟାଲା ସହ ଜଡ଼ିତ ମାମଲାରେ କୋର୍ଟ ତାଙ୍କୁ…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା ପରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିମାନକୁ ମସ୍କଟକୁ ସ୍ଥାନାନ୍ତର କରାଯାଇଥିଲା। ବିମାନଟି ମସ୍କଟ…

ପଞ୍ଜାବ ଭୋଟର ଲିଷ୍ଟରୁ କଟିଲା ରାଘବ ଚଢାଙ୍କ ନାଁ! ବଡ଼ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩।୯: ଆମ ଆଦମୀ ପାର୍ଟିର ପୂର୍ବତନ ନେତା ତଥା ରାଜ୍ୟ ସଭା ସାଂସଦ ରାଘବ ଚଢାଙ୍କ ନାଁ ଡ୍ରାଫ୍ଟ ଭୋଟର ଲିଷ୍ଟରୁ କଟିଥିବା ଅଭିଯୋଗ ହୋଇଛି। ନିଜେ ରାଘବ ଚଢା ଏନେଇ ସୂଚନା ଦେଇଛନ୍ତି। ତାଙ୍କ ଅଭିଯୋଗ ଅନୁସାରେ, ରାଜନୈତିକ ପ୍ରତିଶୋଧ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟ (MoSPI) ପକ୍ଷରୁ ଜାରି ହୋଇଥିବା ତଥ୍ୟ ଅନୁସାରେ, ୨୦୨୭ ଆର୍ଥିକ ବର୍ଷର…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା। ବୁଧବାର, ସଂସଦରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ଏଭଳି ବଡ଼ ବିପର୍ଯ୍ୟୟ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର ଖଣି କ୍ଷେତ୍ରରେ ଟିକସ ବ୍ୟବସ୍ଥା ଓ ନିରୀକ୍ଷଣକୁ ନିୟନ୍ତ୍ରଣ କରିବ। ଅର୍ଥାତ୍‌ ଖଣି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live