ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।…

କନ୍ୟା ରାଶିରେ ପ୍ରବେଶ କରିବେ ବୁଧ: ୭ ସେପ୍ଟେମ୍ବରରୁ ଏହି ୩ ରାଶିକୁ ଘାରିବ ସଙ୍କଟ, ରହନ୍ତୁ ସତର୍କ ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୭ ସେପ୍ଟେମ୍ବର ୨୦୨୬ରେ ବୁଧଦେବ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିକୁ ବୁଧଙ୍କ ସ୍ବରାଶି ଏବଂ ଉଚ୍ଚ ରାଶି ଭାବେ ବିବେଚନା କରାଯାଏ। ତେଣୁ ଏହି ରାଶିରେ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର ସୁଡ଼ଙ୍ଗ ଭିତରେ ମାଟି ଓ ଆବର୍ଜନା…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ ଉପରେ ପ୍ରଶାସନ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି।…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ ସଫେଇ ଅଭାବରୁ ଏହାର ବ୍ୟବହାର କରିବା…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ ଏହାର ବ୍ରେକ ସିଷ୍ଟମରେ ତ୍ରୁଟି ଦେଖାଦେଇଥିବାରୁ ବିମାନଟି ଠିକ୍‌ ସମୟରେ ଅଟକି ପାରିନଥିଲା।…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ ମୈଦାନରେ ଆନ୍ଦୋଳନ କରୁଥିବା ଛାତ୍ରଙ୍କୁ ଭେଟି ସେ ସେମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର ଦ୍ୱିତୀୟ ଲଞ୍ଚ ପ୍ୟାଡ୍‌ରୁ ଆଜି ଭୋର ପ୍ରାୟ ୨ଟା ୫୫ ମିନିଟ୍‌ରେ GSLV-F17…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି, ପୋଷାକ, ମଧ୍ୟାହ୍ନଭୋଜନ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଛନ୍ତି। ଏହାସତ୍ତ୍ୱେ ବିଭିନ୍ନ ସ୍କୁଲରେ ଡ୍ରପ୍‌ଆଉଟ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ ମଧ୍ୟରେ ମଙ୍ଗଳବାର ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସାକ୍ଷାତ୍‌କାରର ଗୋଟିଏ ଦିନ ପରେ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି ଯେ ଗ୍ରାଉଣ୍ଡ ରିପୋର୍ଟ, ଉପଲବ୍ଧ ତଥ୍ୟ ଏବଂ ଆନ୍ଦୋଳନରେ ସାମିଲ ଯୁବକମାନଙ୍କ ସହ…

ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀ ଜଳ ବୋର୍ଡର STP ଘୋଟାଲା ସହ ଜଡ଼ିତ ମାମଲାରେ କୋର୍ଟ ତାଙ୍କୁ…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା ପରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିମାନକୁ ମସ୍କଟକୁ ସ୍ଥାନାନ୍ତର କରାଯାଇଥିଲା। ବିମାନଟି ମସ୍କଟ…

ପଞ୍ଜାବ ଭୋଟର ଲିଷ୍ଟରୁ କଟିଲା ରାଘବ ଚଢାଙ୍କ ନାଁ! ବଡ଼ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩।୯: ଆମ ଆଦମୀ ପାର୍ଟିର ପୂର୍ବତନ ନେତା ତଥା ରାଜ୍ୟ ସଭା ସାଂସଦ ରାଘବ ଚଢାଙ୍କ ନାଁ ଡ୍ରାଫ୍ଟ ଭୋଟର ଲିଷ୍ଟରୁ କଟିଥିବା ଅଭିଯୋଗ ହୋଇଛି। ନିଜେ ରାଘବ ଚଢା ଏନେଇ ସୂଚନା ଦେଇଛନ୍ତି। ତାଙ୍କ ଅଭିଯୋଗ ଅନୁସାରେ, ରାଜନୈତିକ ପ୍ରତିଶୋଧ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟ (MoSPI) ପକ୍ଷରୁ ଜାରି ହୋଇଥିବା ତଥ୍ୟ ଅନୁସାରେ, ୨୦୨୭ ଆର୍ଥିକ ବର୍ଷର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live