ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର ହଜାର ଶିକ୍ଷକ ଓ କର୍ମଚାରୀ। ଭୁବନେଶ୍ୱରର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ ଜ୍ଞାନ ଦେବା ଓ ସେମାନଙ୍କୁ ସାମାଜିକ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି। ସନ୍ନି ଦେଓଲଙ୍କ ଫିଲ୍ମ ସହିତ ଫେରିବା…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ ପ୍ରତି ମାସ ଏଲପିଜି ସିଲିଣ୍ଡର ପାଇଁ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି ପ୍ରଶ୍ନର ଉତ୍ତର ଏହି ମାସରେ ମିଳିପାରେ।…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଚୋରି ହୋଇଥିବା ନେଇ ଅଭିଯୋଗ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକମାନଙ୍କୁ ଏଥିରେ ଆମନ୍ତ୍ରଣ କରାଯାଇଥିଲା। କାର୍ଯ୍ୟକ୍ରମ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା ୮ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। କ୍ୟାପମଙ୍ଗଳମ ନିକଟ ପନମ୍ବିକୁନ୍ନୁ ଅଞ୍ଚଳରେ ଜାତୀୟ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ କଂଗ୍ରେସ ମଧ୍ୟରେ ରାଜନୈତିକ ବିବାଦ ବୃଦ୍ଧି ପାଇଛି। TVK ସଭାପତି ତଥା ମୁଖ୍ୟମନ୍ତ୍ରୀ…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଲାଗୁ କରିବା ନେଇ ସଡ଼କ ପରିବହନ ଓ ରାଜପଥ…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ ଏହାର ବ୍ରେକ ସିଷ୍ଟମରେ ତ୍ରୁଟି ଦେଖାଦେଇଥିବାରୁ ବିମାନଟି ଠିକ୍‌ ସମୟରେ ଅଟକି ପାରିନଥିଲା।…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ ମୈଦାନରେ ଆନ୍ଦୋଳନ କରୁଥିବା ଛାତ୍ରଙ୍କୁ ଭେଟି ସେ ସେମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର ଦ୍ୱିତୀୟ ଲଞ୍ଚ ପ୍ୟାଡ୍‌ରୁ ଆଜି ଭୋର ପ୍ରାୟ ୨ଟା ୫୫ ମିନିଟ୍‌ରେ GSLV-F17…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି, ପୋଷାକ, ମଧ୍ୟାହ୍ନଭୋଜନ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଛନ୍ତି। ଏହାସତ୍ତ୍ୱେ ବିଭିନ୍ନ ସ୍କୁଲରେ ଡ୍ରପ୍‌ଆଉଟ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ ମଧ୍ୟରେ ମଙ୍ଗଳବାର ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସାକ୍ଷାତ୍‌କାରର ଗୋଟିଏ ଦିନ ପରେ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି ଯେ ଗ୍ରାଉଣ୍ଡ ରିପୋର୍ଟ, ଉପଲବ୍ଧ ତଥ୍ୟ ଏବଂ ଆନ୍ଦୋଳନରେ ସାମିଲ ଯୁବକମାନଙ୍କ ସହ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live