ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ ହୋଇଥିଲା। ସେ ‘ଆଣ୍ଡ ଗଡ୍‌ କ୍ରିଏଟେଡ୍‌...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ ଅଧାଗଢ଼ା ଘରେ ଦୟନୀୟ ଭାବେ ଜୀବନ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ ଭୋଜି ପାଇଁ ପର୍ଯ୍ୟଟକଙ୍କୁ ମିଳିଛି ଅନୁମତି।...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ ଗୁରୁବାର ଗାନ୍‌ଭି ବେଙ୍ଗାଲୁରୁରେ ଆତ୍ମହତ୍ୟା କରିଥିଲେ।...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ ଯୋଗୁ ଟ୍ରେନ୍‌ ଭିତରେ ଆତଙ୍କ ସୃଷ୍ଟି...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ ମିଳୁଛି। ପୋଲିସ ପ୍ରଶାସନର ଖାମଖିଆଲି ପାଇଁ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ ସେମାନେ ନିଶ୍ଚୟ ଛବି ହେଉ ବା ୟୁଟ୍ୟୁବ ମାଧ୍ୟମରେ ସନ୍ଦର୍ଶନ କରିଥିବେ। ଏବେ...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ ବ୍ୟାପୁଛି ତ ଆଉ କେଉଁଠି ଛାତ୍ରୀଛାତ୍ର ଯାତାୟାତରେ ଅଣନିଃଶ୍ୱାସୀ ଅନୁଭବ କରୁଛନ୍ତି। ବାୟୁ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ ମାସିକ ଭତ୍ତା ରାଶିରେ ଉଲ୍ଲେଖନୀୟ ବୃଦ୍ଧି କରାଯାଇଛି। ନୂତନ ଘୋଷଣା ଅନୁଯାୟୀ, ୪୦ରୁ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଭୁବନେଶ୍ବର ପରେ ଏବେ କଟକରେ କିଛି ବିଜେଡି ନେତା ମେଳି...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ ପରିବର୍ତ୍ତନ ଆଣିଛନ୍ତି। ଯେଉଁ ଚାକିରି ପଛରେ ଦିନେ ସମସ୍ତେ ଗୋଡ଼ାଉଥିଲେ, ଆଜି ସେହି...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ ଗାଡ଼ି। ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ଏକ କାଠ ବୋଝେଇ ଗାଡ଼ି...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଥିଲେ। ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି ।...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା ନୂଆବର୍ଷ ପୂର୍ବଦିନ ଏବଂ ଏବଂ ନୂଆ ବର୍ଷରେ ପୁରୀକୁ ଭକ୍ତଙ୍କ ସୁଅ ଛୁଟିଥାଏ...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ। ସେ କହିଛନ୍ତି, ସୁରକ୍ଷାରେ ଭାରତ କେବେ ସାଲିସ କରିନାହିଁ। ଅପରେଶନ ସିନ୍ଦୂର ମାଧ୍ୟମରେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ ଭିତ୍ତିଭୂମିଗୁଡିକର ଉନ୍ନତୀକରଣ କାର୍ଯ୍ୟ ଜାରି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୫ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୩ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୨୨ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୨୧ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri

ଜାତିଭିତ୍ତିକ ଜନଗଣନାକୁ ଅନୁମତି | Caste Census | Historic Decision | Dharitri Live