ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ଗାଁରେ ପଶିଲା ପାଣି

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର ମାଡି ୧୦ ଫୁଟର ଘାଇ ସୃଷ୍ଟି…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ ଗଜପତି ଜିଲାର ଅଡବା ଅଞ୍ଚଳରୁ ସାମ୍ନାକୁ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ କରୁଛି। ଏହି କ୍ରମରେ, ପଶ୍ଚିମ ମଧ୍ୟ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା ସତ୍ତ୍ୱେ ଭିଡିଓ ରେକଡିଂ କରିଥିଲେ ସରପଞ୍ଚ।…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ) ନେଇ ନିଜର ବାହାବା କରିବାରେ ଲାଗିଛି।…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, କମ୍ପାନୀକୁ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ କେତେକ ଜିଲା ପ୍ରବଳ ଖରା…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ ଝାରସୁଗୁଡ଼ାର ଅତିରିକ୍ତ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ରାଜସ୍ବ ପର୍ଷଦର ଯୁଗ୍ମ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆନୁଷ୍ଠାନିକ ଭାବରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର ପ୍ରାୟ ବର୍ଷେ ପରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟେନ୍‌…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର ଇୟୁ ନେତା ଉର୍ସୁଲା ଭନ୍‌ ଡେର୍‌ ଲେୟେନ୍‌ ଘୋଷଣା କରିଛନ୍ତି। ଜି-୭ ସମିଟ୍‌…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ ଭାରତୀୟ ସମାଜ ପାର୍ଟି (ଏସ୍‌ବିଏସ୍‌ପି) ଅଧ୍ୟକ୍ଷ ଓମ୍‌ ପ୍ରକାଶ ରାଜଭର ବୁଧବାର କହିଛନ୍ତି।…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର ନିଜର ସବୁଠାରୁ ପ୍ରଭାବଶାଳୀ ସାମରିକ ୱିଙ୍ଗ୍‌ ‘ୟୁଏସ୍‌ ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ର ନାମକୁ ପୁନର୍ବାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ ମେସିଙ୍କ ଲାଗି ଐତିହାସିକ ସାବ୍ୟସ୍ତ ହୋଇଛି। ଏହି ମ୍ୟାଚ୍‌ ଜରିଆରେ ମେସି…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ ସମୟରେ ରାଷ୍ଟ୍ରପତି…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ, ୨୦୨୬) ଦ୍ୱିପାକ୍ଷିକ ବୈଠକ କରିବାକୁ ଯାଉଛନ୍ତି। ଦୁଇ ଦେଶର ଶୀର୍ଷ ନେତାଙ୍କ ମଧ୍ୟରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live