ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା
ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା ଅନୁଯାୟୀ, ଆଜି ଭୋର ସକାଳୁ ସୁକୁମା...
ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି
ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ସଂଘର୍ଷ କରିଛନ୍ତି। ସେ ବ୍ୟକ୍ତିଗତ ଭାବରେ...
ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ
ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି । ଟ୍ରମ୍ପ ପ୍ରଶାସନ ତାଇୱାନକୁ ୧୦...
ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ
ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି।...
ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍ ତଳକୁ ଖସିଲା ବୋଲେରୋ
ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର ହେବା ସହିତ ୫ଜଣ ଆହତ ହୋଇଛନ୍ତି।...
୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!
୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି ପ୍ରସିଦ୍ଧ ଜ୍ୟୋତିଷ। ସେ ଆହୁରି ମଧ୍ୟ...
ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ
ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମା, ଷ୍ଟାଚ୍ୟୁ ଅଫ ୟୁନିଟି...
ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍ରୁ ଶିଖିବ କି ଭାରତ?
ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏହି ସମୟରେ ଚାଇନାର ରାଜଧାନୀ ବେଜିଂ, ଯାହାକୁ...
୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା
ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି ୧୦ ଜଣରୁ କମ୍ ଛାତ୍ରୀଛାତ୍ର ପଢ଼ୁଥିବା ସ୍କୁଲ ସଂଖ୍ୟା ଗତ ୨ ବର୍ଷ...
ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା
ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ ହାର୍ନେସିଂ ଆଣ୍ଡ୍ ଆଡ୍ଭାନ୍ସମେଣ୍ଟ ଅଫ୍ ନ୍ୟୁକ୍ଲିଅର ଏନର୍ଜି ଫର୍ ଟ୍ରାନ୍ସଫର୍ମିଂ ଇଣ୍ଡିଆ (ଶାନ୍ତି)...
୫୨ ବର୍ଷରେ ଧରିତ୍ରୀ
ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର ଭୁବନେଶ୍ୱରର ମୁଖ୍ୟକାର୍ଯ୍ୟଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ବନ୍ଧୁମିଳନ କାର୍ଯ୍ୟକ୍ରମ।
ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ
ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି ଏବଂ ଉପକୂଳ ଜଳ ରକ୍ତ ଭଳି ଗାଢ଼ ନାଲି ରଙ୍ଗ ଧାରଣ କରିଛି,...
ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ପକ୍ଷରୁ ସାରା ଦେଶରେ ଏକ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଡ୍ରାଇଭ୍ ଆରମ୍ଭ କରାଯାଇଛି।...
ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର
ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ ଆୟୋଜିତ ପରୀକ୍ଷାରେ ପ୍ରାୟ ୮,୦୦୦ ଆଶାୟୀ ଅଂଶଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ,...
ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ
ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ କୁହୁଡ଼ି ଯୋଗୁଁ ଗୋଟିଏ ବି ବଲ୍ ଫିଙ୍ଗାଯାଇପାରିଲା ନାହିଁ କିମ୍ବା ଟସ୍ ମଧ୍ୟ...
କିସ୍ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ କମିଶନର ସ୍ପଷ୍ଟ କରିବା ପରେ ଏବଂ ସାଂସଦ ବଳଭଦ୍ର ମାଝୀଙ୍କ ପ୍ରତିକ୍ରିୟା ସାମ୍ନାକୁ...
Archives

ଫଟୋରେ ଖବର
ରାଜ୍ୟ
-
ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍ ତଳକୁ ଖସିଲା ବୋଲେରୋ
-
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…
-
ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ
-
୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ
-
ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର
-
ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…
-
‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’
-
କିସ୍ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…
-
ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି
-
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…
ଜାତୀୟ
-
ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ
-
ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍ରୁ ଶିଖିବ କି ଭାରତ?
-
ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…
-
ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…
-
ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍ପି: ୮ ଏମ୍ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର
-
ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…
-
ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…
-
୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା
-
ପ୍ରଥମ ମିସ୍ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ
-
ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା
ମେଟ୍ରୋ
-
୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ
-
୫୨ ବର୍ଷରେ ଧରିତ୍ରୀ
-
କିସ୍ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…
-
କିସ୍ ଛାତ୍ରଙ୍କୁ ହତ୍ୟା, ପ୍ରେସ୍ମିଟ୍ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…
-
ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା
-
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
-
ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’
-
ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ
-
ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…
-
ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା
ଅନ୍ତର୍ଜାତୀୟ
-
ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି
-
ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ
-
ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…
-
ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି
-
‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…
-
ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ
-
ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ
-
‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ
-
ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ
-
ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ
ଖେଳ
-
୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା
-
ହଠାତ୍ ରାଗିଗଲେ ବୁମ୍ରା, ପ୍ରଶଂସକଙ୍କ ମୋବାଇଲ୍ ଛଡ଼ାଇନେଲେ…ଦେଖନ୍ତୁ VIDEO
-
ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ
-
ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ
-
ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ
-
Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍
-
ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ
-
ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…
-
IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍
-
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ଫୁରସତ
-
ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍
-
ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍
-
Post Officeର ଜବରଦସ୍ତ ସ୍କିମ୍: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି
-
ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…
-
ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…
-
କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ
-
ଫ୍ରିଜ୍ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…
-
୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ
-
ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….
-
ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ
ବାଣିଜ୍ୟ
-
୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ
-
BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍ ପ୍ଲାନ୍
-
ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ
-
Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା
-
SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…
-
ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!
-
୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…
-
Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ
-
ମୋବାଇଲ ୟୁଜର୍ସଙ୍କୁ ଝଟ୍କା, ୨୦୨୬ରେ ଆହୁରି ବଢିଯିବ ରିଚାର୍ଜ ପ୍ଲାନ, ଜିଓ-ଏୟାରଟେଲ ୟୁଜରଙ୍କୁ ଦେବାକୁ ପଡିବ…
-
୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ
ଜୀବନଚର୍ଯ୍ୟା
-
୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!
-
ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!
-
କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…
-
ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍
-
୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର
-
ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର
-
ରାତି ପାହୁପାହୁ ବଦଳିବ ଏସବୁ ରାଶିଙ୍କ ଭାଗ୍ୟ, ବସିଥିବେ ହଠାତ୍ ପହଞ୍ଚିବ ଟଙ୍କା
-
ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…
-
ଶରୀର ପାଇଁ ଉପକାରୀ ଗାଜର, ହାର୍ଟକୁ ସୁସ୍ଥ ରଖିବା ସହ…
-
ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍
ଅପରାଧ
-
କିସ୍ ଛାତ୍ରଙ୍କୁ ହତ୍ୟା, ପ୍ରେସ୍ମିଟ୍ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…
-
ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…
-
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
-
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
-
ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ
-
ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…
-
ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…
-
ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…
-
ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…
-
ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
