କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ ବିଭାଗୀୟସ୍ତରରେ ତାଙ୍କ ବିରୋଧରେ ଏହି ପଦକ୍ଷେପ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ ଇତିହାସର ସବୁଠୁ ସଫଳ ଦଳ ହୋଇଥିବା…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଚୋରି ହୋଇ ଥିବା ନେଇ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ବିଦ୍ୟୁତ୍‌ ବିଭ୍ରାଟ ଉପଭୋକ୍ତାଙ୍କୁ ହଇରାଣ ଭୋଗିବାକୁ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଗୋଟିଏ ମାଈ ଭାଲୁ ଓ…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ ସଶକ୍ତିକରଣ…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଜିନ୍‌ପିଙ୍ଗ ବ୍ରିକ୍ସ ଦେଶମାନଙ୍କ ମଧ୍ୟରେ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ ଶେଷ ଆଡକୁ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ୧୧ଟି…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌, ଇରାନ ରାଷ୍ଟ୍ରପତି ମାସୌଦ ପେଜେଶକିଆନ, ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍‌ ଜିଓସାଇନ୍ସେସ (GFZ) ଅନୁସାରେ, ଭୂକମ୍ପଟିର ଗଭୀରତା ପ୍ରାୟ ୩୭୬ କିଲୋମିଟର…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ ପୋଷ୍ଟ କରି ଲଦାଖ ପାଇଁ ସମର୍ଥନ ମାଗିଥିବା ବେଳେ କକରୋଚ ଜନତା ପାର୍ଟି…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା ପୂର୍ବରୁ ଚାଇନା ପକ୍ଷରୁ ସକାରାତ୍ମକ ଆଭିମୁଖ୍ୟ ପ୍ରକାଶ ପାଇଛି। ଶୁକ୍ରବାର ଚାଇନା ବୈଦେଶିକ…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ ତାଜ ପ୍ୟାଲେସରୁ ଆରମ୍ଭ କରି ITC ମୌର୍ଯ୍ୟ ପର୍ଯ୍ୟନ୍ତ, ଦିଲ୍ଲୀର ବିଳାସପୂର୍ଣ୍ଣ ହୋଟେଲଗୁଡ଼ିକ…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ପ୍ରଦୀପ ମୀରାସେ କହିଛନ୍ତି, ଓରାଙ୍ଗ୍‌ଉଟାନମାନଙ୍କୁ ସମ୍ପୂର୍ଣ୍ଣ ଭାବେ ସିସିଟିଭି ବଳୟ ଭିତରେ ରଖାଯାଇଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live