ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ ଆୟୋଜନ ଓ ସମ୍ବଲପୁରୀ ସାହିତ୍ୟ ପରିଷଦର...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ କଂସ ମହାରାଜ । ପରିଭ୍ରମଣ ବାଟରେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି କ୍ୟାଡେଟ ଦିଲ୍ଲୀରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ ୩୯ ହଜାରରୁ ଅଧିକ ଟଙ୍କା ଲୁଟି...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ ମୃତ ଏବଂ ଜଣେ ଆହତ ହୋଇଛନ୍ତି।...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP ସହ ଭାରତ ଜାପାନକୁ ଅତିକ୍ରମ କରି ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ପାଲଟିଛି।...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG) ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ଏକ ଡେଥ୍ ନୋଟ୍ ଜବତ...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର ଜିଲା ସାଂଗଠନିକ ସଭାପତି ହେଲେ ନିରଞ୍ଜନ ମିଶ୍ର। ଆଉ ୮ ଜଣଙ୍କୁ ଉପସଭାପତି...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି କହି ପ୍ରତ୍ୟାଖ୍ୟାନ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି।...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦ ଉଇକେଟ୍‌ ନେଇଥିଲେ ଏବଂ ୯୧୫ ରନ କରିଥିଲେ। ବ୍ରେସୱେଲ ଶ୍ରୀଲଙ୍କା ବିପକ୍ଷରେ ତାଙ୍କର...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି। ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ ଓ ଅକ୍ଷୟ ଖାନ୍ନାଙ୍କ ଅଭିନୀତ ଏହି ଫିଲ୍ମଟି ଡିସେମ୍ବର ୫ରେ ମୁକ୍ତିଲାଭ କରିବା...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ ନୂତନବର୍ଷ ପାର୍ଟିର ଯୋଜନା କରୁଛନ୍ତି ଏବଂ ଭାବୁଛନ୍ତି ଯେ ଆପଣ ଅନଲାଇନ ଖାଦ୍ୟ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୫ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୩ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୨୨ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୨୧ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri

ଜାତିଭିତ୍ତିକ ଜନଗଣନାକୁ ଅନୁମତି | Caste Census | Historic Decision | Dharitri Live