ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ACSଙ୍କ ପକ୍ଷରୁ ଜିଲାପାଳମାନଙ୍କୁ…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ ଚାହୁଁଛନ୍ତି ଯେ ପରୀକ୍ଷା ପତ୍ର ଲିକ…

ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ ନ ଉଠାଇବା ବିଷୟରେ ଖୁଲାସା କରିଛନ୍ତି।…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (DGP) ଏବଂ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି ଘଣ୍ଟା ପରେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆନୁଷ୍ଠାନିକ ଭାବରେ…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ ଏ ବାବଦରେ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଛୋଟ ପିଲାଙ୍କ ବହିରେ ଶିକ୍ଷକମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦାମ କମିବ କି ନାହିଁ, ସେ ନେଇ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ସନ୍ଧ୍ୟାରେ ରାଇରଙ୍ଗପୁରରେ ଏମ୍ସ ସାଟେଲାଇଟ୍‌ ସେଣ୍ଟର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ କେତେକ ଜିଲା ପ୍ରବଳ ଖରା…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ ଝାରସୁଗୁଡ଼ାର ଅତିରିକ୍ତ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ରାଜସ୍ବ ପର୍ଷଦର ଯୁଗ୍ମ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆନୁଷ୍ଠାନିକ ଭାବରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର ପ୍ରାୟ ବର୍ଷେ ପରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟେନ୍‌…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର ଇୟୁ ନେତା ଉର୍ସୁଲା ଭନ୍‌ ଡେର୍‌ ଲେୟେନ୍‌ ଘୋଷଣା କରିଛନ୍ତି। ଜି-୭ ସମିଟ୍‌…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ ଭାରତୀୟ ସମାଜ ପାର୍ଟି (ଏସ୍‌ବିଏସ୍‌ପି) ଅଧ୍ୟକ୍ଷ ଓମ୍‌ ପ୍ରକାଶ ରାଜଭର ବୁଧବାର କହିଛନ୍ତି।…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର ନିଜର ସବୁଠାରୁ ପ୍ରଭାବଶାଳୀ ସାମରିକ ୱିଙ୍ଗ୍‌ ‘ୟୁଏସ୍‌ ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ର ନାମକୁ ପୁନର୍ବାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live