ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି କରାଯାଇଛି। ଛତ୍ରପୁରଠାରେ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକଟସ୍ଥ ବ୍ରିଜ ଠାରୁ ଗଞ୍ଜାମ ବ୍ଲକ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହେବା…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ, ବିସିସିଆଇ (BCCI)…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ଜାତୀୟ ଆବାହକ ଅରବିନ୍ଦ କେଜରିୱାଲ ‘ଗୋଆ…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ ଭାବେ ଅବତରଣ କରାଯାଇଛି। ବିମାନରେ ଥିବା ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ ବୈଠକ କରିଛନ୍ତି। ଏହି ବୈଠକର ଫଟୋ ସାମ୍ନାକୁ ଆସିଛି, ଯେଉଁଥିରେ ସେମାନଙ୍କୁ ଆଲୋଚନା…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ ସ୍ବତନ୍ତ୍ର ଓ ଭବ୍ୟ ରାଜକୀୟ ଭୋଜିର ଆୟୋଜନ କରାଯାଇଥିଲା। ଏହି ଉଚ୍ଚ-ସ୍ତରୀୟ ଭୋଜିରେ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ କାଲିମାଣ୍ଟନ ଅଭିମୁଖେ ଯାତ୍ରା କରୁଥିବା ସମୟରେ ଏହି ଜାହାଜର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା।…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଜିନ୍‌ପିଙ୍ଗ ବ୍ରିକ୍ସ ଦେଶମାନଙ୍କ ମଧ୍ୟରେ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ ଶେଷ ଆଡକୁ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ୧୧ଟି…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌, ଇରାନ ରାଷ୍ଟ୍ରପତି ମାସୌଦ ପେଜେଶକିଆନ, ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍‌ ଜିଓସାଇନ୍ସେସ (GFZ) ଅନୁସାରେ, ଭୂକମ୍ପଟିର ଗଭୀରତା ପ୍ରାୟ ୩୭୬ କିଲୋମିଟର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live