ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ ଡି ଡ୍ୟାମ୍‌ର ଗୋଟିଏ ଗେଟ୍ ଖୋଲାଯାଇଛି।…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ ଏକତ୍ରିତ ହୋଇଥିଲେ। ତାଙ୍କ କଫିନକୁ ଇରାନର…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ ଲୁଟ ହୋଇଛି । ଦୁଇଜଣ ଦୁର୍ୱୁତ୍ତ…

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ ଅଫ ୩୨ରେ କ୍ରୋଏସିଆ ବିପକ୍ଷରେ ଗୋଲ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ ଭାବରେ ନାମିତ କରିଛନ୍ତି। ଗୃହ ମନ୍ତ୍ରଣାଳୟ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ଭୁଶୁଡ଼ି…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ ଘମାଘୋଟ ମାନସମନ୍ଥନ ଚାଲିଥିବା ବେଳେ ନୂଆ ଅପଡେଟ୍‌ ଆସୁଛି । କିଛି ମନ୍ତ୍ରୀଙ୍କ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ ଗ୍ରୀଷ୍ମ ଲହର ସୃଷ୍ଟି କରିବା ସହ ଅନାବୃଷ୍ଟି, ଅତ୍ୟଧିକ ବୃଷ୍ଟି ଏବଂ ଅନ୍ୟାନ୍ୟ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ ଓ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଦାବି ପୂରଣ ଜିଦ୍‌ରେ ଓଡ଼ିଶା…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ନାମରେ ଜଣାଶୁଣା ହେବ। ଏକ ଦାତବ୍ୟ ସଂସ୍ଥା ‘ବୁଖ୍‌ମ୍ୟାନ ଫିଲାନ୍ଥ୍ରୋପିଜ୍‌’ ଆଗାମୀ ଏକ…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଫଳରେ ସାରା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁଲାଇ ୬ ତାରିଖରୁ ୧୧…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ମୋଟ୍‌ ୬ ଜଣ ଯବାନ ଆହତ ହୋଇଥିବାବେଳେ ସେମାନଙ୍କୁ ଚିକିତ୍ସା…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ ମଲର ଭଗ୍ନାବଶେଷ ତଳେ ଫସି ରହିବା ପରେ ଜଣେ ୪୪ ବର୍ଷୀୟ ସୁରକ୍ଷାକର୍ମୀଙ୍କୁ…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ ହୋଇଛି। ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି ଯଥାର୍ଥତା ନାହିଁ ବୋଲି ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live