ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ ନେତାମାନେ ଉଦ୍‌ବେଗ ପ୍ରକାଶ କରିବା ସହ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ ଭାବେ ଚତୁର୍ଥ ଇନିଂସରେ ପ୍ରଥମ ବ୍ୟାଟର…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ ପାତ୍ର (୮୧) ନାମକ ଜଣେ ବୃଦ୍ଧ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ସଫେଇ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ ପର୍ବ ଅବସରରେ ୨ଦିନ ପୂର୍ବରୁ ଭାଇଚାରା,…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ ଅତି ନିର୍ମମ ଭାବେ ପଥରରେ ଛେଚି…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦଳ ନନ୍ଦିଗ୍ରାମରୁ ସଞ୍ଚିତା ପ୍ରଧାନ (ଡେ) ଏବଂ ରେଜିନଗରରୁ ରବିଉଲ ଆଲମ ଚୌଧୁରୀଙ୍କୁ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ୍‌ ଏହି ଯୋଜନା ବିଷୟରେ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁସାରେ ମୋଟରସାଇକେଲ…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ ଭାବେ ଅବତରଣ କରାଯାଇଛି। ବିମାନରେ ଥିବା ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ ବୈଠକ କରିଛନ୍ତି। ଏହି ବୈଠକର ଫଟୋ ସାମ୍ନାକୁ ଆସିଛି, ଯେଉଁଥିରେ ସେମାନଙ୍କୁ ଆଲୋଚନା…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ ସ୍ବତନ୍ତ୍ର ଓ ଭବ୍ୟ ରାଜକୀୟ ଭୋଜିର ଆୟୋଜନ କରାଯାଇଥିଲା। ଏହି ଉଚ୍ଚ-ସ୍ତରୀୟ ଭୋଜିରେ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ କାଲିମାଣ୍ଟନ ଅଭିମୁଖେ ଯାତ୍ରା କରୁଥିବା ସମୟରେ ଏହି ଜାହାଜର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା।…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଜିନ୍‌ପିଙ୍ଗ ବ୍ରିକ୍ସ ଦେଶମାନଙ୍କ ମଧ୍ୟରେ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ ଶେଷ ଆଡକୁ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ୧୧ଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live