ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ ବା ଦୁର୍ନୀତି ନିବାରଣ କାର୍ଯ୍ୟାଳୟର ପାଚେରି…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି।…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ଟିକରପଡ଼ା…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି ରହିଥିବା ଝିପିଝିପି ବର୍ଷା ସାଙ୍ଗକୁ ଘନ…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି ରାସ୍ତାର ବୁଲାଣି ରାସ୍ତାରେ ବୁଲିପାରି ନ…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ତାଙ୍କୁ ଭାରତ ପାଇଁ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓମ୍‌ସା ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ ସୁପାରିଶ କ୍ରମେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୨୦ ରୁ ଅଗଷ୍ଟ ୧୩…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ ଘମାଘୋଟ ମାନସମନ୍ଥନ ଚାଲିଥିବା ବେଳେ ନୂଆ ଅପଡେଟ୍‌ ଆସୁଛି । କିଛି ମନ୍ତ୍ରୀଙ୍କ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ ଗ୍ରୀଷ୍ମ ଲହର ସୃଷ୍ଟି କରିବା ସହ ଅନାବୃଷ୍ଟି, ଅତ୍ୟଧିକ ବୃଷ୍ଟି ଏବଂ ଅନ୍ୟାନ୍ୟ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ ଓ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଦାବି ପୂରଣ ଜିଦ୍‌ରେ ଓଡ଼ିଶା…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ନାମରେ ଜଣାଶୁଣା ହେବ। ଏକ ଦାତବ୍ୟ ସଂସ୍ଥା ‘ବୁଖ୍‌ମ୍ୟାନ ଫିଲାନ୍ଥ୍ରୋପିଜ୍‌’ ଆଗାମୀ ଏକ…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଫଳରେ ସାରା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁଲାଇ ୬ ତାରିଖରୁ ୧୧…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ମୋଟ୍‌ ୬ ଜଣ ଯବାନ ଆହତ ହୋଇଥିବାବେଳେ ସେମାନଙ୍କୁ ଚିକିତ୍ସା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live