ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇ ଥିବା ଜଣାପଡ଼ିଛି। ସୂଚନାନୁଯାୟୀ,…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ ସମନ ପଠାଇବ NIA। ଏପରିକି ଜମ୍ମୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ହେଲେ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଯୁବକଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ ଖୋଲାଖୋଲି ନିଜର ମତ ପ୍ରକାଶ କରନ୍ତି…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ‘Mission Zero—Ending…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା ବ୍ୟବସ୍ଥାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଅଖିଳେଶ ଯାଦବ ଏବଂ ମାୟାବତୀଙ୍କ ଭଳି ପ୍ରମୁଖ…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି l ମୃତ ବୃଦ୍ଧଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ ଅନୁଷ୍ଠିତ ବୈଠକରେ Gen Z ଏବଂ Gen Gଙ୍କ ସହ ଜଡିତ ହେବା,…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ୩ ଶ୍ରମିକଙ୍କୁ ତାଳଚେର ଏନଟିପିସି ମେଡିକାଲରେ ଚିକିତ୍ସାଧିନ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ ପଦବୀରେ ନୂତନ ଦାୟିତ୍ୱ ଦିଆଯାଇଛି। ଏହି ଅଦଳବଦଳରେ ଗୋଇନ୍ଦା ବିଭାଗ, ଆର୍ଥିକ ଅପରାଧ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୫୮ରେ ‘ମା’ ଚଳଚ୍ଚିତ୍ରରୁ ପ୍ରଚ୍ଛଦପଟ୍ଟ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲକୁ ନିଆଯାଇଥିଲା। ତେବେ ମାତ୍ର ପ୍ରାୟ ୬ ଘଣ୍ଟାର ମେଡିକାଲ ଯାଞ୍ଚ…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ ୨୧ ବର୍ଷୀୟ ପୁଅ ଲିଙ୍ଗାମନେନି ସଞ୍ଜୁଷ ଘଟାଇଛନ୍ତି। ସେ କାର୍‌ ଚଳାଉଥିବା ଜଣାପଡ଼ିଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live