ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା ବାଟରେ, ତା’ ପୁଣି ଜଙ୍ଗଲ ରାସ୍ତାରେ…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରଶାସନିକ କାରଣରୁ ଜିଲାର ବିଭିନ୍ନ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ ଗାଧୋଇବା ସହ ରିଲ୍ସ (ଭିଡିଓ) ତିଆରି…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ବଜାରକୁ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ମଙ୍ଗଳବାର ସକାଳେ କୌଣସି କୀଟନାଶକ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର ଓ ଗୋଲକିପର ମ୍ୟାଟ ଫ୍ରିସେ ଗାଫେଙ୍କ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ କଡ଼ା ଆଭିମୁଖ୍ୟ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ୱାୟାନାଡ ଟନେଲ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ ଅଧତ୍କ ଦୂରକୁ ଯିବାରେ ଅସାମର୍ଥ୍ୟ ଯୋଗୁ ସେଗୁଡ଼ିକ ବାଦ୍‍ ପଡ଼ିଲା। ପରବର୍ତ୍ତୀ ସମୟରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ ଦେଇଛି । ସୋମବାର ଦିନ, ଟ୍ରମ୍ପ ତାଙ୍କ ଟ୍ରୁଥ ସୋସିଆଲ ଆକାଉଣ୍ଟରେ ମେଲୋନିଙ୍କ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର ଫର୍‌ ରିସର୍ଚ୍ଚ ଅନ୍‌ ଏନର୍ଜି ଆଣ୍ଡ୍‌ କ୍ଲିନ୍‌ ଏୟାର’ (ସିଆର୍‌ଇଏ)ର ଏକ ନୂତନ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ସୋମବାର…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର ଦୁଇଟି ସମ୍ପୂର୍ଣ୍ଣ ଭିନ୍ନ ନେଟୱର୍କ ବା ଅଂଶ କାର୍ଯ୍ୟ କରିଥାଏ ବୋଲି ଗବେଷଣାରୁ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ ହାରି ଯାଇଛନ୍ତି। ୟୁରୋପୀୟ ମାନବାଧିକାର ଅଦାଲତ (ECHR) ରେ ଆବେଦନ ଉପରେ ତାଙ୍କର…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା ଇସ୍ତଫା ଦେଇଥିବାବେଳେ ସୋମବାର ଟ୍ରଷ୍ଟ ଏହାକୁ ଗ୍ରହଣ କରିଛି। କ୍ରିଷ୍ଣ ମୋହନଙ୍କୁ ମନ୍ଦିର…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ ବିଶ୍ୱକପ୍‌ ବିଜୟୀ ଉଇକେଟକିପର-ବ୍ୟାଟର ସଞ୍ଜୁ ସାମସନଙ୍କୁ ଏଥିରୁ ବାଦ୍‌ ଦେଇଥିବା ବେଳେ ଦଳରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live