ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର ଅପରାହ୍ନରେ ବାସୁଦେବ ଜମିରେ ମାଟି ହାଣୁଥିବା…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ମତ୍ସ୍ୟଜୀବୀଙ୍କ ପାଇଁ କଟକଣା ଜାରି…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ ଆଦି ସ୍ଥାନରେ ସଚେତନତା ସୃଷ୍ଟି କରିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା ଅଞ୍ଚଳର ଗହଣା ବ୍ୟବସାୟୀ ତପନ ପରିଡ଼ା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନ୍‌ଏସି…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। ଉକ୍ତ ଜାହାଜ ଭାରତୀୟ ଜଳସୀମାର ପୋର୍ଟବ୍ଲେୟାରଠାରୁ ୨୫୦ରୁ ୩୦୦ ନଟିକାଲ ମାଇଲ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ରାହୁଲ କହିଛନ୍ତି, ଦେଶର ମହିଳାମାନେ କେବଳ ଝିଅ, ସ୍ତ୍ରୀ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା ବ୍ୟବସ୍ଥାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଅଖିଳେଶ ଯାଦବ ଏବଂ ମାୟାବତୀଙ୍କ ଭଳି ପ୍ରମୁଖ…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି l ମୃତ ବୃଦ୍ଧଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ ଅନୁଷ୍ଠିତ ବୈଠକରେ Gen Z ଏବଂ Gen Gଙ୍କ ସହ ଜଡିତ ହେବା,…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ୩ ଶ୍ରମିକଙ୍କୁ ତାଳଚେର ଏନଟିପିସି ମେଡିକାଲରେ ଚିକିତ୍ସାଧିନ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ ପଦବୀରେ ନୂତନ ଦାୟିତ୍ୱ ଦିଆଯାଇଛି। ଏହି ଅଦଳବଦଳରେ ଗୋଇନ୍ଦା ବିଭାଗ, ଆର୍ଥିକ ଅପରାଧ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୫୮ରେ ‘ମା’ ଚଳଚ୍ଚିତ୍ରରୁ ପ୍ରଚ୍ଛଦପଟ୍ଟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live