ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ ‘ସ୍ମାର୍ଟ ଆଲଗାଲ୍‌ ଲିକ୍ୱିଡ ଟ୍ରି’(ଏସ୍‌ଏଏଲ୍‌ଟି) ବିକଶିତ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର ବିରୋଧୀ ନୁହନ୍ତି ବରଂ ପରିପୂରକ। ଏହି…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ କାର୍ଯ୍ୟ ଭାରତ ଓ ଇଣ୍ଡୋନେସିଆକୁ ନିକଟତର…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। କମନ ଆପ୍ଲିକେଶନ ଫର୍ମ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା ବାଟରେ, ତା’ ପୁଣି ଜଙ୍ଗଲ ରାସ୍ତାରେ…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରଶାସନିକ କାରଣରୁ ଜିଲାର ବିଭିନ୍ନ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ ହେବା ପରେ ପାଗ ବଦଳିବା ସହିତ ବର୍ଷା ପରିମାଣ ମଧ୍ୟ ହ୍ରାସ ପାଇଛି।…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ କଡ଼ା ଆଭିମୁଖ୍ୟ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ୱାୟାନାଡ ଟନେଲ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ ଅଧତ୍କ ଦୂରକୁ ଯିବାରେ ଅସାମର୍ଥ୍ୟ ଯୋଗୁ ସେଗୁଡ଼ିକ ବାଦ୍‍ ପଡ଼ିଲା। ପରବର୍ତ୍ତୀ ସମୟରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ ଦେଇଛି । ସୋମବାର ଦିନ, ଟ୍ରମ୍ପ ତାଙ୍କ ଟ୍ରୁଥ ସୋସିଆଲ ଆକାଉଣ୍ଟରେ ମେଲୋନିଙ୍କ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର ଫର୍‌ ରିସର୍ଚ୍ଚ ଅନ୍‌ ଏନର୍ଜି ଆଣ୍ଡ୍‌ କ୍ଲିନ୍‌ ଏୟାର’ (ସିଆର୍‌ଇଏ)ର ଏକ ନୂତନ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ସୋମବାର…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର ଦୁଇଟି ସମ୍ପୂର୍ଣ୍ଣ ଭିନ୍ନ ନେଟୱର୍କ ବା ଅଂଶ କାର୍ଯ୍ୟ କରିଥାଏ ବୋଲି ଗବେଷଣାରୁ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ ହାରି ଯାଇଛନ୍ତି। ୟୁରୋପୀୟ ମାନବାଧିକାର ଅଦାଲତ (ECHR) ରେ ଆବେଦନ ଉପରେ ତାଙ୍କର…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା ଇସ୍ତଫା ଦେଇଥିବାବେଳେ ସୋମବାର ଟ୍ରଷ୍ଟ ଏହାକୁ ଗ୍ରହଣ କରିଛି। କ୍ରିଷ୍ଣ ମୋହନଙ୍କୁ ମନ୍ଦିର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live