ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ ରବିବାର ପୋଲିସ ଓ ମାଜିଷ୍ଟ୍ରେଟ୍‌ର ଜଏଣ୍ଟ...

ଗୁଜରାଟକୁ ଶକ୍ତ ଧକ୍କା: ଆର୍‌ସିବିର ଦମ୍‌ଦାର ବିଜୟ

ଅହମଦାବାଦ, ୨୮।୪:ଓ୍ବିଲ ଜ୍ୟାକ୍ସଙ୍କ ବିସ୍ଫୋରକ ଶତକ ଏବଂ ବିରାଟ କୋହଲିଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ ଦମ୍‌ଦାର ବିଜୟ ହାସଲ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ ମେ ହମ୍‌ ଭୋଟ ଦେଙ୍ଗେ’ ଶାସକ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌ ସରକାର ଗିରଫ କରି ଜେଲ ପଠାଇଛନ୍ତି।...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଛି। କ୍ୱେଟା...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ରବିବାର...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଏବଂ ଖଣ୍ଡପଡା ଆସନରେ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତିଦିନ ଘନଘନ ରାଲି କରୁଛନ୍ତି ଏବଂ ବିଭିନ୍ନ ଗଣମାଧ୍ୟମକୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। କଟକରୁ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦୋସ, ଜଗତସିଂହପୁରରୁ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହା କହିଛନ୍ତି। ସେ ଅହମ୍ମଦାବାଦରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି ନିର୍ବାଚନୀ ସଭାରେ ଯୋଗଦେବେ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ ହୋଇଛି। ଏମିତିରେ ଶିବସେନା ନେତା ଏବଂ ଏମ୍‌ପି ସଞ୍ଜୟ ରାଉତ ପୁଣି ଥରେ...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୫ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୪ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୩ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୨ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୧ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୦ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୯ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪)

View

ଜାତୀୟ

ଖେଳ

ଫୁରସତ

ଜୀବନଚର୍ଯ୍ୟା

ଅପରାଧ

Video News

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ