କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ ୯ଟା ୪୯ରେ ନବାନ୍ନ ଲାଗି ହୋଇଥିଲା।…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ ଦେଶୀ ମହୁଲି ଓ ବିଦେଶୀ ମଦ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ମହୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ ପାଣିଗ୍ରାହୀ, ଗୋବିନ୍ଦ ସାହୁ, ରଞ୍ଜନ ପାତ୍ର,…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି ବିପଦକୁ ହ୍ରାସ କରିବା ଏବଂ ସଡ଼କ…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି ପରିବର୍ତ୍ତନ କରନ୍ତି। ତେଣୁ ତାଙ୍କ ଗୋଚରର…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ସରକାର ୦.୫ ପ୍ରତିଶତ ଟ୍ୟାକ୍ସ ନେବ ବୋଲି ହେଉଥିବା ଦାବିକୁ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪ ଜଣଙ୍କ ମୃତ୍ୟୁ ଘଟିଛି। କୁକି ସମ୍ପ୍ରଦାୟ ‘କଳା ଦିବସ’ ପାଳନ କରୁଥିବା ବେଳେ…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫,୯୩୮.୧୫ କୋଟି ଟଙ୍କାର ୨୬,୩୮୫ଟି ବିନିଯୋଗ ପ୍ରମାଣପତ୍ର ଦାଖଲ ହୋଇନାହିଁ।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ, ଗତ ଦଶନ୍ଧି ତୁଳନାରେ ଏବେ ହିମାଳୟର ଗ୍ଲେସିୟର ବା ବରଫପାହାଡ଼ ଅତି ଦ୍ରୁତଗତିରେ…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର ପ୍ରକାଶ କରିଛନ୍ତି। ଏହାଦ୍ୱାରା ଏକ ପ୍ରମୁଖ ସାମୁଦ୍ରିକ ଜାହାଜ ଚଳାଚଳପଥ ଉପରେ ସେମାନଙ୍କର…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସ୍ଥଳ ଭାଗ ଛୁଇଁଛି । ଏହାର ପ୍ରଭାବ ଓଡ଼ିଶା ଉପରେ କମ୍‌ ରହିଥିବାବେଳେ…

ଟେମ୍‌ସ ନଦୀ କୂଳରେ ପ୍ରଥମ ଗଙ୍ଗା ଆରତିରେ ଅନେକ ହଜାର ସାମିଲ

ଲଣ୍ଡନ,୧୫ା୯: ଲଣ୍ଡନର ଟେମ୍‌ସ ନଦୀ କୂଳରେ ରବିବାର ପ୍ରଥମ ଥର ପାଇଁ ଅନୁଷ୍ଠିତ ଗଙ୍ଗା ଆରତିରେ ଅନେକ ହଜାର ଶ୍ରଦ୍ଧାଳୁ ଯୋଗଦେଇଥିଲେ। ଚିନ୍ମୟ ମିଶନ୍‌ର ୭୫ତମ ବାର୍ଷିକୀ ପାଳନ ଅବସରରେ ଏହି ଆଲୋକର ପର୍ବର ଆୟୋଜନ କରାଯାଇଥିଲା। ବ୍ରିଟେନ୍‌ର ଚିନ୍ମୟ ମିଶନ…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ ପାଇଁ ଚନ୍ଦ୍ର ପଛରେ ଶୁକ୍ର ଗ୍ରହ ଅଦୃଶ୍ୟ ହୋଇଯାଇଥିଲା। ଏହାକୁ ଜ୍ୟୋତିର୍ବିଜ୍ଞାନ ଭାଷାରେ…

ଦୁର୍ଗାପୂଜା ପୂର୍ବରୁ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା ବସୁନିଆ ବଡ଼ ଦାବି କରିଛନ୍ତି। ଦୁର୍ଗାପୂଜା ପୂର୍ବରୁ NCPIର ୨୦ ଜଣ ସାଂସଦଙ୍କ…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’ ଦ୍ୱୀପକୁ ଅକ୍ତିଆର କରିଛନ୍ତି। ବାବ୍‌ ଏଲ୍‌-ମାଣ୍ଡେବ ଜଳପଥ ମଧ୍ୟରେ ସାମରିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live