ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ…

ଇଟାର ଜବାବ ଦେବୁ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା ମଧ୍ୟରେ ଇରାନର ବୈଦେଶିକ ମନ୍ତ୍ରୀ ଆବାସ…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି ନିକଟତର ବନ୍ଧୁମାନଙ୍କ ଉପସ୍ଥିତିରେ ଏହି କପଲ…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା ଫଳରେ ବିସ୍ଥାପିତ ହୋଇ ନଥିବା କୁମିଆପାଲି…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା ଏବଂ ପଥର କୁଆଁରୀ ନିମନ୍ତେ ପାହାଡ଼କୁ…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ ଯାତାୟତ କରିଥାଏ। ଆଜି ସକାଳ ୭…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ସଲମାନ କମାଣ୍ଡ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି।…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହା ସଂଲଗ୍ନ ଦକ୍ଷିଣ-ପଶ୍ଚିମ ଓ ଉତ୍ତର-ପଶ୍ଚିମ ଅଞ୍ଚଳରେ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ଏହାକୁ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜୁଲାଇ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା ଦେଖିବାକୁ ମିଳିଥିଲା । ଦୀର୍ଘ ସମୟ ଧରି ଶ୍ରୀ ମନ୍ଦିର ଚାରିପାଖରେ ଉଡ଼ିଥିଲା…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲେ। ନୂତନ ସଂଶୋଧିତ ‘ଇଣ୍ଡିଆଜ୍‌ ଲଙ୍ଗ୍‌ ରୋଡ୍‌ ଟୁ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ ଫ୍ରାନ୍ସ, ମରକ୍କୋ, ସ୍ପେନ୍‌, ବେଲଜିୟମ, ନରଓ୍ବେ, ଇଂଲଣ୍ଡ, ଆର୍ଜେଣ୍ଟିନା ଓ ସୁଇଜରଲାଣ୍ଡ କ୍ୱାର୍ଟର…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ ଫସି ରହିଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଏକ…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର ଏକ ମାରାତ୍ମକ ରୋଗ (କର୍କଟ) ପରି; ତେଣୁ, ବ୍ୟାପକ କ୍ଷୟକ୍ଷତିକୁ ଏଡାଇବା ପାଇଁ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଟ୍ରମ୍ପ ତାଙ୍କର ବିଶ୍ୱାସ ପ୍ରକାଶ କରିଥିଲେ ଯେ ଇରାନ ସହିତ…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ ରେଫ୍‌ରି ରେଡ୍‌ କାର୍ଡ ଦେଖାଇଲା ବେଳକୁ ଖେଳାଳି ଜଣଙ୍କ ତାଙ୍କୁ ଟ୍ରମ୍ପ୍‌ କାର୍ଡ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live