ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ, ଫ୍ରାନ୍ସ ଏବଂ ଅନ୍ୟାନ୍ୟ ରାଷ୍ଟ୍ରର ପ୍ରମୁଖ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜି ସକାଳ ପ୍ରାୟ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି ଜଟିଆ ଗୌଡ଼ ରକ୍ଷା ପାଇଯାଇଛନ୍ତି। ଜଟିଆ…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA) ଦ୍ୱାରା ରାଜ୍ୟଗୁଡ଼ିକୁ ପଠାଯାଇଥିବା ଏକ ପରାମର୍ଶରେ…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା ଏବଂ ଏକ ବାଣିଜ୍ୟ ଜାହାଜକୁ ନେଇ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ କହିଛନ୍ତି ଯେ ଆମେରିକା ସହିତ ଏକ ଚୁକ୍ତି ପାଇଁ ବୁଝାମଣାପତ୍ର (ଏମଓୟୁ)ର ଚୂଡ଼ାନ୍ତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର ସରକାରଙ୍କ ସୂତ୍ରରୁ ଏଭଳି ସୂଚନା ସାମ୍ନାକୁ ଆସିଛି। ରାଜନୈତିକ ମହଲରେ ଚର୍ଚ୍ଚା ଜୋର…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ କାଣ୍ଡ। ରଜ ସଜବାଜ ପାଇଁ କିଣାକିଣିକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ପାରିବାରିକ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ମହାକାଳପଡ଼ା ପୋଲିସ ଶନିବାର ଗିରଫ କରିଛି। ଅସୁସ୍ଥତା ସତ୍ତ୍ୱେ ତାଙ୍କୁ ଏସ୍‌ଡିଜେଏମ୍‌ଙ୍କ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨ ଜୁନ୍‌ ୨୦୨୬ରେ ପ୍ରକାଶ ପାଇଛି। ଆପଏଣ୍ଟମେଣ୍ଟ କମିଟି ଅଫ କ୍ୟାବିନେଟ୍‌ ଦ୍ୱାରା ଏହି…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ଆଫଗାନିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି। ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ ପାକିସ୍ତାନ ଶନିବାର କହିଛି। ଡିଲ୍‌ ଚୂଡ଼ାନ୍ତ ହେବା ନେଇ ଉଭୟ ପକ୍ଷ ଆଶାବାଦୀ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି ନ କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ ବିସ୍ଫୋରକ ଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ପ୍ରତିପକ୍ଷ ଭାରତ ବିପକ୍ଷରେ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ଜଣେ ଆମେରିକୀୟ ଅଧିକାରୀ ମଧ୍ୟ ନିଶ୍ଚିତ କରିଛନ୍ତି ଯେ ରାଷ୍ଟ୍ରପତି ଟ୍ରମ୍ପ ମଙ୍ଗଳବାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live