E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ ଦେଖିଆସୁଛନ୍ତି । ଏପରି ପରିସ୍ଥିତିରେ ଲୋକମାନଙ୍କ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ମେ’…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ) ଶୈଳବାଳା ନାୟକଙ୍କୁ ୪ ହଜାର ଟଙ୍କା…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ ଖୁସି ଖବର ମିଳିଛି । ପିଏମ୍…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ ଜଣେ ୧୭ ବର୍ଷୀୟ କୃତୀ ଛାତ୍ରଙ୍କର…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ ଏମ୍‌ପି ଦଳ ଛାଡ଼ିବାକୁ ପ୍ରସ୍ତୁତ ହେଉଥିବା ସୂତ୍ରରୁ ଜଣାପଡ଼ିଛି। ଆଗାମୀ ୬/୭ ଦିନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି ଏକ ସମ୍ବେଦନଶୀଳ ମାମଲାରେ ଗିରଫ ହୋଇଥିବା ସରପଞ୍ଚଙ୍କ ଜାମିନ୍ ଆବେଦନକୁ କୋର୍ଟ ମଞ୍ଜୁର…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ ନେତା ଅତ୍ୟନ୍ତ ଉଷ୍ମତାର ସହ କରମର୍ଦ୍ଦନ କରିଥିଲେ। ଗତ ୧୬ ମାସ ମଧ୍ୟରେ…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ ବଢ଼ାଇବା ପାଇଁ ଏକ ରୂପରେଖ ଉପରେ ସହମତ ହୋଇଛନ୍ତି। ଜୁନ୍‌ ୧୯ ସୁଦ୍ଧା…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ ସହମତ ହୋଇଛି। ଦ୍ୱିପାକ୍ଷିକ ବାଣିଜ୍ୟ ଓ ପ୍ରତିରକ୍ଷା ସହଯୋଗ ବଢ଼ାଇବାକୁ ଉଭୟ ନେତା…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଛି । ତାଙ୍କ ନାମ ପ୍ରଭାତ ମଲିକ ଏବଂ ଘର ଗମ୍ଭାରିଆ ଗ୍ରାମରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF) ଉପରେ ଲାଗୁ ହୋଇଥିବା ଶୁଳ୍କ ବୃଦ୍ଧି କରାଯାଇଛି। ଡିଜେଲ ରପ୍ତାନି ପାଇଁ ପ୍ରତି…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ ସେ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା ସମସ୍ତ ଆଠଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ଭିଡିଓ ଫୁଟେଜରେ ଦେଖାଯାଉଛି ଯେ…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ ଏକ କାରକୁ ଟାର୍ଗେଟ କରିଥିଲା, ଯେଉଁଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଯୁଦ୍ଧବିରତି ଘୋଷଣା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live