୪ ପୌର ନିଗମରେ ଭାଜପା ବିଜୟୀ

ଜୟପୁର,୧୬ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ ଜିତିଥିବାବେଳେ ବିରୋଧୀ କଂଗ୍ରେସ ୩,୬୧୩ଟିରେ ବିଜୟୀ…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ ଆଲୋଚନା ହୋଇଛି। ତେବେ ଏହି ପ୍ରସ୍ତାବଗୁଡ଼ିକ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ ଉଲ୍ଲେଖ କରାଯାଇଥିବା ଦୁଇଟି ଉତ୍ପାଦ ହେଉଛି…

ବିଶ୍ୱକର୍ମା ପୂଜାଠୁ ଏହି ୩ ରାଶି ରୁହନ୍ତୁ ସତର୍କ: ସୂର୍ଯ୍ୟଙ୍କ ଗୋଚର କରିଦେବ କାଙ୍ଗାଳ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଆସନ୍ତା ୧୭ ସେପ୍ଟେମ୍ବରରେ ସୂର୍ଯ୍ୟଦେବ କନ୍ୟା ରାଶିରେ ପ୍ରବେଶ କରିବେ। ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ଅଧିକାର, କ୍ୟାରିୟର, ମାନ-ସମ୍ମାନ ଏବଂ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କର କାରକ ବୋଲି ମନେ…

ଆରବ ସାଗରରେ ଭାରତ-ପାକିସ୍ତାନ ମଧ୍ୟରେ ମହାଭାରତ! ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ଜବାବ ମାଗିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୬।୯: ପାକିସ୍ତାନୀ ନୌସେନା ଜାହାଜ ଏବଂ ଭାରତୀୟ ନୌସେନା ୟୁନିଟ ମଧ୍ୟରେ ହୋଇଥିବା ଧକ୍କାକୁ ନେଇ ଭାରତ ପାକିସ୍ତାନ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ନୂଆଦିଲ୍ଲୀରେ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ପାକିସ୍ତାନ ହାଇକମିଶନର…

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI ଶୁଳ୍କଲାଗୁ କରିବାକୁ ଘୋଷଣା କରିଛି। UPI…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି ଏବେ ୭.୮ ପ୍ରତିଶତରେ ପହଞ୍ଚତ୍ ବିଶ୍ୱର ଦ୍ରୁତତମ ବିକାଶଶୀଳ ଅର୍ଥନୀତି ପାଲଟିଛି। ପୂର୍ବର…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ମଙ୍ଗଳବାର ରାଜ୍ୟର ୨୪ଟି ସହରର ତାପମାତ୍ରା ୩୩ ଡିଗ୍ରୀ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି ଚାର୍ଜ ୨,୦୦୦ ଟଙ୍କାରୁ ଅଧିକ କାରବାର (ଟ୍ରାଞ୍ଜାକସନ) ଉପରେ ଲାଗୁ ହେବ। ବଡ଼…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଅନୁଯାୟୀ, ୨,୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ବ୍ୟବସାୟୀମାନଙ୍କୁ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ ‘ପର୍ସନ୍-ଟୁ-ପର୍ସନ୍'(ବ୍ୟକ୍ତିରୁ ବ୍ୟକ୍ତି)(P2P) ମଧ୍ୟରେ ହେଉଥିବା ଦେଣନେଣ ସମ୍ପୂର୍ଣ୍ଣ ମାଗଣା ରହିବ। ଅପରପକ୍ଷରେ,’ପର୍ସନ୍-ଟୁ-ମର୍ଚାଣ୍ଟ’ (P2M)…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ସରକାର ୦.୫ ପ୍ରତିଶତ ଟ୍ୟାକ୍ସ ନେବ ବୋଲି ହେଉଥିବା ଦାବିକୁ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪ ଜଣଙ୍କ ମୃତ୍ୟୁ ଘଟିଛି। କୁକି ସମ୍ପ୍ରଦାୟ ‘କଳା ଦିବସ’ ପାଳନ କରୁଥିବା ବେଳେ…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫,୯୩୮.୧୫ କୋଟି ଟଙ୍କାର ୨୬,୩୮୫ଟି ବିନିଯୋଗ ପ୍ରମାଣପତ୍ର ଦାଖଲ ହୋଇନାହିଁ।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ, ଗତ ଦଶନ୍ଧି ତୁଳନାରେ ଏବେ ହିମାଳୟର ଗ୍ଲେସିୟର ବା ବରଫପାହାଡ଼ ଅତି ଦ୍ରୁତଗତିରେ…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର ପ୍ରକାଶ କରିଛନ୍ତି। ଏହାଦ୍ୱାରା ଏକ ପ୍ରମୁଖ ସାମୁଦ୍ରିକ ଜାହାଜ ଚଳାଚଳପଥ ଉପରେ ସେମାନଙ୍କର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live