ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା ଭାରତୀୟ ଦଳର ଏହା ଲଗାତର ତୃତୀୟ…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ ମୃତଦେହ ମିଳିବାରେ ଲାଗିଛି। ତଥାପି ୫୮୯…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ଚିଠି ସଂଖ୍ୟା ୫୪୪୭…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧ ଜଳବିଦ୍ୟୁତ ପ୍ରକଳ୍ପର ଅଡିଟ୍‌ ଟନେ ନଂ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ ଦୁନିଆ ସାରାର ପର୍ବତାରୋହୀ ପାଗଳ, ସେହି ଏଭରେଷ୍ଟର ବରଫ ନଦୀ ଏବେ ମଣିଷର…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ ବୟସ ପର୍ଯ୍ୟନ୍ତ ହିଁ କରାଯାଇପାରିବ। କିନ୍ତୁ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ! ଯଦି…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକମାନଙ୍କୁ ଏଥିରେ ଆମନ୍ତ୍ରଣ କରାଯାଇଥିଲା। କାର୍ଯ୍ୟକ୍ରମ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା ୮ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। କ୍ୟାପମଙ୍ଗଳମ ନିକଟ ପନମ୍ବିକୁନ୍ନୁ ଅଞ୍ଚଳରେ ଜାତୀୟ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ କଂଗ୍ରେସ ମଧ୍ୟରେ ରାଜନୈତିକ ବିବାଦ ବୃଦ୍ଧି ପାଇଛି। TVK ସଭାପତି ତଥା ମୁଖ୍ୟମନ୍ତ୍ରୀ…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଲାଗୁ କରିବା ନେଇ ସଡ଼କ ପରିବହନ ଓ ରାଜପଥ…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ ଏହାର ବ୍ରେକ ସିଷ୍ଟମରେ ତ୍ରୁଟି ଦେଖାଦେଇଥିବାରୁ ବିମାନଟି ଠିକ୍‌ ସମୟରେ ଅଟକି ପାରିନଥିଲା।…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ ମୈଦାନରେ ଆନ୍ଦୋଳନ କରୁଥିବା ଛାତ୍ରଙ୍କୁ ଭେଟି ସେ ସେମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର ଦ୍ୱିତୀୟ ଲଞ୍ଚ ପ୍ୟାଡ୍‌ରୁ ଆଜି ଭୋର ପ୍ରାୟ ୨ଟା ୫୫ ମିନିଟ୍‌ରେ GSLV-F17…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି, ପୋଷାକ, ମଧ୍ୟାହ୍ନଭୋଜନ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଛନ୍ତି। ଏହାସତ୍ତ୍ୱେ ବିଭିନ୍ନ ସ୍କୁଲରେ ଡ୍ରପ୍‌ଆଉଟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live