ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ ବିକ୍ରି କରି ପାରି ନାହାନ୍ତି। ଏଭଳି…

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ସନ୍ଦେହଘେରକୁ ଆସିଥିବା ୨…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା ସହିତ ଟୋଲ୍ ପ୍ଲାଜା ବ୍ୟବସ୍ଥାକୁ ଅପଗ୍ରେଡ୍…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ବିଭିନ୍ନ ନେତାମାନେ ସେମାନଙ୍କ ବ୍ୟକ୍ତିତ୍ୱର ବିଭିନ୍ନ…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି। ସେହି ପ୍ରକୃତି ଦ୍ୱାରା ସୃଷ୍ଟ ଜଳବାୟୁ…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା ସେତେଟା ଗୁରୁତ୍ୱ ଦେଇପାରନ୍ତିନାହିଁ। ଅନେକ ପିଲା…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ। ପରବର୍ତ୍ତୀ ସମୟରେ ବ୍ୟବସାୟ ଓ ଲୁଣ୍ଠନ କରିବା ନାମରେ ଉପନିବେଶ ଚିନ୍ତାଧାରା ଜନ୍ମନେଲା,…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ କଥା ହୋଇଛନ୍ତି। ଭାରତ ଓ ଆମେରିକା ମଧ୍ୟରେ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ, କୋରାପୁଟର କିଛି ଅଂଶ, ରାୟଗଡ଼ା,…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ ଏବେ ଏକ ଅଭିନବ ରକ୍ତଭିତ୍ତିକ ସୂଚକାଙ୍କ ବା ଇଣ୍ଡିକେଟର ବିକଶିତ କରିଛନ୍ତି। ଏହି…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍ବୀକାର କରିବା ସହ ଏହା…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ ଏମ୍‌ପି ଦଳ ଛାଡ଼ିବାକୁ ପ୍ରସ୍ତୁତ ହେଉଥିବା ସୂତ୍ରରୁ ଜଣାପଡ଼ିଛି। ଆଗାମୀ ୬/୭ ଦିନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି ଏକ ସମ୍ବେଦନଶୀଳ ମାମଲାରେ ଗିରଫ ହୋଇଥିବା ସରପଞ୍ଚଙ୍କ ଜାମିନ୍ ଆବେଦନକୁ କୋର୍ଟ ମଞ୍ଜୁର…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ ନେତା ଅତ୍ୟନ୍ତ ଉଷ୍ମତାର ସହ କରମର୍ଦ୍ଦନ କରିଥିଲେ। ଗତ ୧୬ ମାସ ମଧ୍ୟରେ…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ ବଢ଼ାଇବା ପାଇଁ ଏକ ରୂପରେଖ ଉପରେ ସହମତ ହୋଇଛନ୍ତି। ଜୁନ୍‌ ୧୯ ସୁଦ୍ଧା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live