୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର ୬୧୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ।…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ କରି ସାରିଥିଲେ ମଧ୍ୟ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ,…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ସହିତ ଦଳିୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା ସହଜ ହେଉନାହିଁ। ଏଭଳି ପରିସ୍ଥିତିରେ ସରକାରଙ୍କର…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ଅପରାହ୍ନ ପ୍ରାୟ…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ ସମୟରେ ରାଷ୍ଟ୍ରପତି…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ, ୨୦୨୬) ଦ୍ୱିପାକ୍ଷିକ ବୈଠକ କରିବାକୁ ଯାଉଛନ୍ତି। ଦୁଇ ଦେଶର ଶୀର୍ଷ ନେତାଙ୍କ ମଧ୍ୟରେ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା ପାଇଁ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି। ତେବେ ଏହି ମେସେଜିଂ ଆପର ପ୍ରତିଷ୍ଠାତା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ ରାଷ୍ଟ୍ରପତିଙ୍କୁ କହୁଥିବାର ଶୁଣାଯାଉଛି, “ମୁଁ ହେଉଛି ବସ।” ଭିଡିଓଟି ପ୍ୟାରିସର ଏକ ରିସର୍ଟରେ…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା ହୋଇଥିଲା। ଏବେ ପୁଣିଥରେ ସିଜେଆଇ ବୁଧବାର ଦିନ ଏକ ମାମଲାର ଶୁଣାଣି ବେଳେ…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ। ପରବର୍ତ୍ତୀ ସମୟରେ ବ୍ୟବସାୟ ଓ ଲୁଣ୍ଠନ କରିବା ନାମରେ ଉପନିବେଶ ଚିନ୍ତାଧାରା ଜନ୍ମନେଲା,…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ କଥା ହୋଇଛନ୍ତି। ଭାରତ ଓ ଆମେରିକା ମଧ୍ୟରେ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ, କୋରାପୁଟର କିଛି ଅଂଶ, ରାୟଗଡ଼ା,…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live