G7 ବୈଠକରେ ଟ୍ରମ୍ପ କାହିଁକି କହିଲେ I’m the Boss? ଜବାବ ଦେଇ କହିଲେ…

ଓ୍ବାଶିଂଟନ,୨୦।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ସମୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପସ୍ଥିତ ନେତାମାନଙ୍କୁ କହିଥିଲେ, “ମୁଁ ହେଉଛି ବସ୍।” ଏହା ଭାଇରାଲ ହେବା ପରେ ସୋସିଆଲ ମିଡିଆରେ ଅନେକ କମେଣ୍ଟ…

ହର୍ମୁଜ ପାଇଁ ଇରାନର ନୂତନ ନିୟମ: ବିନା ଅନୁମତିରେ କରିପାରିବ ନାହିଁ ଜାହାଜ ଚଳାଚଳ – ବିଶ୍ୱ ବାଣିଜ୍ୟ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ତେହରାନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ସମ୍ପ୍ରତିକ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ କାର୍ଯ୍ୟକଳାପ ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି

ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର ଗାଁକୁ ଆସିଥିବାରୁ ରାଷ୍ଟ୍ରପତି ନିଜ ଗାଁ…

ବିଶ୍ୱର ସବୁଠାରୁ ଚମତ୍କାର ନେତା କିଏ? ଟ୍ରମ୍ପ ଦେଲେ ଏମିତି ଉତ୍ତର ପାକିସ୍ତାନକୁ ଲାଗିବ ଜୋରଦାର ଝଟକା!

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ପ୍ରଶଂସା କରିଛନ୍ତି। ଟ୍ରମ୍ପ ଉଭୟ ନେତାଙ୍କୁ ସେ ସବୁଠାରୁ ଅଧିକ ପ୍ରଶଂସା କରୁଥିବା ବିଶ୍ୱ ନେତାଙ୍କ…

NEET Re-Exam: NEET ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଆବୁଧାବି ଜାଣିବା ପରେ କାନ୍ଦି କାନ୍ଦି ବେହାଲ ହେଲେଣି ପରୀକ୍ଷାର୍ଥୀ, ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ନାଗପୁରର ଜଣେ ଛାତ୍ରଙ୍କୁ NEET ପୁନଃପରୀକ୍ଷା ପାଇଁ ଆବୁଧାବିରେ ଏକ ପରୀକ୍ଷା କେନ୍ଦ୍ର ଦେଇଛି। ଛାତ୍ର ଜଣକ କହିଛନ୍ତି ଯେ ତାଙ୍କ ପାଖରେ ପାସପୋର୍ଟ ନାହିଁ କିମ୍ବା…

୫ ବର୍ଷରେ ୫୦୦ରୁ ଅଧିକ ସାପ ଉଦ୍ଧାର କଲେଣି ଲୋକନାଥ, ସ୍ଥାନୀୟ ଅଞ୍ଚଳବାସୀଙ୍କ ପ୍ରଶଂସା

ଅମରପାଲି,୨୦।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ପୁଲେଶ୍ୱର ଗ୍ରାମର ଲୋକନାଥ ଜଗଦଲା (୩୩) ବର୍ତ୍ତମାନ ଅଞ୍ଚଳରେ ଜଣେ ପରିଚିତ ସାପ ଉଦ୍ଧାରକାରୀ ଭାବେ ପରିଚିତ ହୋଇପାରିଛନ୍ତି। ପ୍ରାୟ ୫…

ପାହାଡପୁରରେ ପହଞ୍ଚିଲେ ମୋଦି: ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ…

ବାରିପଦା,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି MI-17 ହେଲିକପ୍ଟର ଯୋଗେ ମୟୂରଭଞ୍ଜ ପାହାଡ଼ପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡ଼ପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି। ଏହା ପରେ ରାଷ୍ଟ୍ରପତି…

ଜନ୍ମଦିନରେ ପିଲାଙ୍କୁ ଚକୋଲେଟ ବାଣ୍ଟିଲେ ରାଷ୍ଟ୍ରପତି: ଘରୁ ବାହାରିବାବେଳେ…

ବାରିପଦା,୨୦।୬: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଏହି ଅବସରରେ ସେ ନିଜ ଜନ୍ମମାଟି ମୟୁରଭଞ୍ଜରେ ଅଛନ୍ତି। ସକାଳୁ ସକାଳୁ ଘରୁ ବାହାରିବାବେଳେ ପିଲାମାନେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ। ରାଷ୍ଟ୍ରପତି ପିଲାଙ୍କୁ ଚକୋଲେଟ ଦେଲେ। ଏହାପରେ ରାଷ୍ଟ୍ରପତି ମହୁଲଡ଼ିହା…

ବହୁଚର୍ଚ୍ଚିତ ତୋଫାନ ବିନ୍ଧାଣୀ ହତ୍ୟାକାଣ୍ଡ: ୨ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ରାଉରକେଲା,୨୦।୬(ସଙ୍ଗୀତା ଜେନା): ରାଉରକେଲାର ବହୁଚର୍ଚ୍ଚିତ ତୋଫାନ ବିନ୍ଧାଣୀ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଶନିବାର ଭୋର ସମୟରେ ଝିରପାଣି ଥାନା ଅଞ୍ଚଳରେ ପୋଲିସ ଓ ଅଭିଯୁକ୍ତଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବାବେଳେ ଦୁଇ ଅଭିଯୁକ୍ତ ଗୁଳିବିଦ୍ଧ ହୋଇ ଗିରଫ ହୋଇଛନ୍ତି।…

ଜନ୍ମମାଟିରେ ଜନ୍ମଦିନ ପାଳିବେ ରାଷ୍ଟ୍ରପତି, ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୦।୬: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଜନ୍ମମାଟିରେ ଜନ୍ମଦିନ ପାଳନ କରିବେ ରାଷ୍ଟ୍ରପତି। ରାଷ୍ଟ୍ରପତି ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଇରଙ୍ଗପୁର…

ରାଇରଙ୍ଗପୁରରେ ରାଷ୍ଟ୍ରପତି : ଆଜି ଆସିବେ ପ୍ରଧାନମନ୍ତ୍ରୀ

ବାରିପଦା/ରାଇରଙ୍ଗପୁର,୨୦ା୬ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ମହାନ୍ତି): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ପ୍ରତିକୂଳ ପାଗ ଯୋଗୁ ହେଲିକପ୍ଟରରେ ନ ଆସି ପଶ୍ଚିମବଙ୍ଗର କୋଲେଇକୁଣ୍ଡା ଏୟାରଷ୍ଟ୍ରିପ୍‌ରୁ ସେ ସଡ଼କ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗାଁ ପାହାଡ଼ପୁରକୁ ଯିବେ ମୋଦି, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୯।୬: ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜର ଏହି ଆଗାମୀ ଓଡ଼ିଶା ଗସ୍ତ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ପ୍ରଧାନମନ୍ତ୍ରୀ ନିଜର ଏହି ଗସ୍ତ ନେଇ ଓଡ଼ିଆ…

ଜନ୍ମମାଟିରେ ବୀର ସନ୍ତାନଙ୍କୁ ଶେଷ ବିଦାୟ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତୋପ ସଲାମି

ପାରଳାଖେମୁଣ୍ଡି,୧୯।୬ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ତାଟିପାଟି ଗ୍ରାମରେ ଶୁକ୍ରବାର ଶୋକର ଛାୟା ଖେଳିଯାଇଛି। ଗ୍ରାମର ବୀର ସନ୍ତାନ ତଥା ଭାରତୀୟ ସେନାର ୧୬ ରାଷ୍ଟ୍ରୀୟ ରାଇଫଲ୍ସରେ ନାଏକ ଭାବେ କାର୍ଯ୍ୟରତ ଦେବେନ୍ଦ୍ର ରାଓଙ୍କ ପାର୍ଥିବ ଶରୀର…

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି

ରାଇରଙ୍ଗପୁର,୧୯।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପ୍ରତିକୂଳ ପାଗ ଯୋଗୁ ରାଷ୍ଟ୍ରପତି ମୁର୍ମୁ ପଶ୍ଚିମବଙ୍ଗ କଲାଇକୁଣ୍ଡାରୁ ସଡ଼କ ପଥରେ ଆସି ଶୁକ୍ରବାରେ ସନ୍ଧ୍ୟାରେ ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ନିର୍ଦ୍ଧାରିତ ସମୟର ପ୍ରାୟ ୨ ଘଣ୍ଟା ବିଳମ୍ବରେ ସେ…

କରୋନା ଭାଇରସକୁ ନେଇ ତୁଲସୀ ଗବାର୍ଡଙ୍କ ବଡ଼ ଦାବି, କହିଲେ ଗବେଷଣା ପାଇଁ ଆମେରିକୀୟ ବୈଜ୍ଞାନିକ ଉହାନ ଲ୍ୟାବକୁ ଲକ୍ଷ ଲକ୍ଷ ଟଙ୍କାର ପାଣ୍ଠି ଯୋଗାଇଥିଲେ

ଓ୍ବାଶିଂଟନ,୧୯।୬: ବିଦାୟୀ ଆମେରିକୀୟ ଗୁପ୍ତଚର ମୁଖ୍ୟ ତୁଲସୀ ଗାବାର୍ଡ ତାଙ୍କ କାର୍ଯ୍ୟକାଳର ଶେଷ ଦିନରେ ଏକ ବଡ଼ ରାଜନୈତିକ ବିସ୍ଫୋରଣ ଘଟାଇଛନ୍ତି। ସେ ଏପରି ଗୋପନୀୟ ଦସ୍ତାବିଜ ପ୍ରକାଶ କରିଛନ୍ତି ଯାହା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପୂର୍ବତନ ମୁଖ୍ୟ ଚିକିତ୍ସା…

ଆକାଶର ରାଜା ‘ଏୟାର ଫୋର୍ସ ୱାନ’ର ଯାତ୍ରା ଶେଷ, ୩୫ ବର୍ଷ ଧରି ଆମେରିକାର ରାଷ୍ଟ୍ରପତିଙ୍କ ସେବା କରିବା ପରେ ଅବସର ନେଲା ‘SAM 29000’

ଓ୍ବାଶିଂଟନ,୧୯।୬: ‘ଏୟାର ଫୋର୍ସ ୱାନ’ର ଇତିହାସରେ ଏକ ଚମତ୍କାର ଯୁଗ, ବିଶ୍ୱର ସବୁଠାରୁ ସୁରକ୍ଷିତ, ସବୁଠାରୁ ଅଭେଦ୍ୟ ଏବଂ ଶକ୍ତିଶାଳୀ ବିମାନର ଯାତ୍ରା ଶେଷ ହୋଇଛି। ତିନି ଦଶନ୍ଧିରୁ ଅଧିକ ସମୟ ଧରି ଆମେରିକାର ରାଷ୍ଟ୍ରପତିମାନଙ୍କୁ ଆଖି ପିଛୁଳାକେ ବିଶ୍ୱର ଗୋଟିଏ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live