ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ ଭଳି ବରିଷ୍ଠ ଖେଳାଳିଙ୍କ ସମେତ ସାତ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର ବାରିପଟ ମାଟିତଳୁ ଗୁରୁବାର ଭୋରରୁ ପ୍ରାୟ…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ସହରର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ ଏକ ରାଜନୈତିକ ବିବାଦ ସୃଷ୍ଟି ହୋଇଛି।…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲ…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ ବୀରେନ୍ଦ୍ର ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗୃହ ମନ୍ତ୍ରଣାଳୟକୁ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ ପାଇଁ କିସ୍ତି ଜାରି କରିଥିବା ସୂଚନା ମିଳିଛି। ଏହା ଅଧୀନରେ ଯୋଗ୍ୟ ମହିଳାଙ୍କ…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆଦିଲ୍ଲୀର ଯଶୋଭୂମିରେ ଆଜିଠାରୁ ଆରମ୍ଭ ହୋଇଥିବା ଏହି ତିନିଦିନିଆ ସମ୍ମିଳନୀ ଓ ପ୍ରଦର୍ଶନୀ…

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ (ATF) ରପ୍ତାନି ଉପରେ ଲାଗୁଥିବା ଶୁଳ୍କରେ ଏହି ହ୍ରାସ କରାଯାଇଛି। ଏହାର ଫଳରେ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ ପାଇଁ ସରକାର ଓ ସେମିକଣ୍ଡକ୍ଟର ଶିଳ୍ପ ମଧ୍ୟରେ ଅଧିକ ମଜବୁତ ସହଯୋଗର ଆବଶ୍ୟକତା…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ । ୨୦୨୪ ପାଇଁ ତାଙ୍କ ନାମ ଘୋଷଣା କରିଛନ୍ତି ଭାରତ ସରକାର । ଭାରତୀୟ…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକଚମକ ଦେଇଥିବା ନେଇ ଅଭିଯୋଗ ହୋଇଛି…

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେପ୍ଟେମ୍ବର ୧୨-୧୩ରେ ଅନୁଷ୍ଠିତ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ସି…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି ଏବେ ୭.୮ ପ୍ରତିଶତରେ ପହଞ୍ଚତ୍ ବିଶ୍ୱର ଦ୍ରୁତତମ ବିକାଶଶୀଳ ଅର୍ଥନୀତି ପାଲଟିଛି। ପୂର୍ବର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live