TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା ହାତରେ ରହିବ ମମତା ବାନାର୍ଜୀ ନା…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି ଭୋଜି ଭାତ କରିବା ଭିଡ଼ିଓ ବର୍ତ୍ତମାନ…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ, ୨୨ ଶହ ଟଙ୍କା ଓ ଗୋଟିଏ…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି।…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର କହ୍ନେଇଙ୍କ ବଡ଼ଭାଇ ହରି ପ୍ରଧାନ(୬୨)…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ ସହଜ ହୋଇଥିଲା। ଉଇକେଟକିପର-ବ୍ୟାଟରଙ୍କ ବଦଳରେ, ଭାରତୀୟ ସ୍ପିନର କୁଲଦୀପ ଯାଦବ ଦିଲ୍ଲୀରୁ ଲକ୍ଷ୍ନୌ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ ଗୁଲାବ ଚନ୍ଦ କଟାରିଆ ଏବଂ ପଞ୍ଜାବ ପ୍ରଦେଶ ଅଧ୍ୟକ୍ଷ କେବଳ ସିଂହ ଢିଲ୍ଲୋଙ୍କୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି  ୨୩,୯୦୦ ଅଙ୍କ ତଳକୁ ଖସିଯାଇଛି। ଦକ୍ଷିଣ କୋରିଆରେ ମାନ୍ଦାବସ୍ଥା ଯୋଗୁ ଭାରତୀୟ ଷ୍ଟକ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ରହିଥିବା ବେଳେ ଚାଷୀମାନଙ୍କ ଆବଶ୍ୟକତା ପୂରଣ…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ୬ରୁ ୭ ପିଲା ଜୀବନ ବିକଳରେ ସେଠାରୁ ତଳକୁ ଡେଇଁ ପଡ଼ିଥିବା କୁହାଯାଉଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ ହୋଇଥିବା ଚୁକ୍ତିକୁ ପାଳନ କରିବାରେ ବିଫଳ ହୁଏ, ତେବେ ୱାଶିଂଟନ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚିବା ନିମନ୍ତେ ଏକ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର ୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି ହୋଇଥିବା ଆବେଦନକୁ ମଧ୍ୟ ବାଚସ୍ପତି…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live