ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ବିଧାୟକ ଭାଇ ବୀରେନ୍ଦ୍ରଙ୍କ ଏକ ବୟାନ…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରି ଖୁବ୍‌ଶୀଘ୍ର…

ମୋଦିଙ୍କ ଜନ୍ମଦିନରେ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି: ଦାନ କଲେ ନିଜର ସମସ୍ତ ଅଙ୍ଗ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ‘ଷ୍ଟେଟ ଅର୍ଗାନ ଆଣ୍ଡ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ’ (SOTO) ନାମକ ଏକ ସରକାରୀ ପ୍ଲାଟଫର୍ମ ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏହି ପ୍ଲାଟଫର୍ମର ଉଦଘାଟନ…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା। ମାଟି ରାସ୍ତାପାର୍ଶ୍ୱରେ ଥିବା ଏକ ଖାଲରେ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ ଭଳି ବରିଷ୍ଠ ଖେଳାଳିଙ୍କ ସମେତ ସାତ…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ ଅଧ୍ୟକ୍ଷ ଭାବରେ ଟାଟା ଗ୍ରୁପ୍ର ନେତୃତ୍ୱ ନେବା ଜାରି ରଖିବେ। ତାଙ୍କ କାର୍ଯ୍ୟକାଳକୁ…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗୃହ ମନ୍ତ୍ରଣାଳୟକୁ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ ପାଇଁ କିସ୍ତି ଜାରି କରିଥିବା ସୂଚନା ମିଳିଛି। ଏହା ଅଧୀନରେ ଯୋଗ୍ୟ ମହିଳାଙ୍କ…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆଦିଲ୍ଲୀର ଯଶୋଭୂମିରେ ଆଜିଠାରୁ ଆରମ୍ଭ ହୋଇଥିବା ଏହି ତିନିଦିନିଆ ସମ୍ମିଳନୀ ଓ ପ୍ରଦର୍ଶନୀ…

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ (ATF) ରପ୍ତାନି ଉପରେ ଲାଗୁଥିବା ଶୁଳ୍କରେ ଏହି ହ୍ରାସ କରାଯାଇଛି। ଏହାର ଫଳରେ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ ପାଇଁ ସରକାର ଓ ସେମିକଣ୍ଡକ୍ଟର ଶିଳ୍ପ ମଧ୍ୟରେ ଅଧିକ ମଜବୁତ ସହଯୋଗର ଆବଶ୍ୟକତା…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ । ୨୦୨୪ ପାଇଁ ତାଙ୍କ ନାମ ଘୋଷଣା କରିଛନ୍ତି ଭାରତ ସରକାର । ଭାରତୀୟ…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକଚମକ ଦେଇଥିବା ନେଇ ଅଭିଯୋଗ ହୋଇଛି…

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେପ୍ଟେମ୍ବର ୧୨-୧୩ରେ ଅନୁଷ୍ଠିତ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ସି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live