ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ ଗୋଟିଏ ରୋପ୍ୟ ପଦକ ପାଇଁ ଭାରତ…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ୨୦୦୯ ମସିହାରେ ସ୍ଥାପିତ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ ଦଳରେ ନିଆଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱର୍ଣ୍ଣ ବର୍ଗରେ ମର୍ଯ୍ୟାଦାଜନକ ‘କଳିଙ୍ଗ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ମୋଟ ୬୫ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ ସହଜ ହୋଇଥିଲା। ଉଇକେଟକିପର-ବ୍ୟାଟରଙ୍କ ବଦଳରେ, ଭାରତୀୟ ସ୍ପିନର କୁଲଦୀପ ଯାଦବ ଦିଲ୍ଲୀରୁ ଲକ୍ଷ୍ନୌ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ ଗୁଲାବ ଚନ୍ଦ କଟାରିଆ ଏବଂ ପଞ୍ଜାବ ପ୍ରଦେଶ ଅଧ୍ୟକ୍ଷ କେବଳ ସିଂହ ଢିଲ୍ଲୋଙ୍କୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି  ୨୩,୯୦୦ ଅଙ୍କ ତଳକୁ ଖସିଯାଇଛି। ଦକ୍ଷିଣ କୋରିଆରେ ମାନ୍ଦାବସ୍ଥା ଯୋଗୁ ଭାରତୀୟ ଷ୍ଟକ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ରହିଥିବା ବେଳେ ଚାଷୀମାନଙ୍କ ଆବଶ୍ୟକତା ପୂରଣ…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ୬ରୁ ୭ ପିଲା ଜୀବନ ବିକଳରେ ସେଠାରୁ ତଳକୁ ଡେଇଁ ପଡ଼ିଥିବା କୁହାଯାଉଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ ହୋଇଥିବା ଚୁକ୍ତିକୁ ପାଳନ କରିବାରେ ବିଫଳ ହୁଏ, ତେବେ ୱାଶିଂଟନ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚିବା ନିମନ୍ତେ ଏକ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର ୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି ହୋଇଥିବା ଆବେଦନକୁ ମଧ୍ୟ ବାଚସ୍ପତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live