ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ କଟକ ସ୍ବତନ୍ତ୍ର ପକ୍ସୋ ଅଦାଲତ। ଅଭିଯୁକ୍ତି…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ ପରିବାରର ସୁରକ୍ଷା ଏବଂ ସରକାରୀ ବଙ୍ଗଳା…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ ଦିନିକିଆ ସିରିଜରୁ ଓହରି ଯାଇଥିଲେ। ତାଙ୍କୁ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି, ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଅବସରରେ ଜି ଉଦୟଗିରି…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ) କଟ୍‌-ଅଫ ମାର୍କ ୯୪.୫୦% ରହିଥିବା ବେଳେ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି, ମୁଁ ନେଇଥିବା ପ୍ରତ୍ୟେକ ନିଷ୍ପତ୍ତି ମୁଁ ଯେଉଁ ଦେଶକୁ ବହୁତ ଭଲ ପାଏ…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ବାଛିବା ପର୍ଯ୍ୟନ୍ତ ସେ ଏହି ଭୂମିକାରେ କାର୍ଯ୍ୟ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ପାକିସ୍ତାନ ଏବଂ କାତାର ଏହି ବିଷୟରେ ଏକ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମୁଖ୍ୟ ବିଲାୱଲ ଭୁଟ୍ଟୋ ଏହି ପ୍ରସଙ୍ଗରେ ଭାରତକୁ ଧମକ ଦେଇଥିଲେ, ଏବଂ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି ରହିଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ ରବିବାର କହିଛି। ଏଥିସହିତ ବିଦେଶରେ ଅଟକି ରହିଥିବା ଇରାନୀୟ ପାଣ୍ଠି ଏବଂ ଦେଶର…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୬ ଜଣ ଗୁରୁତର…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି। ଏହି ଜାହାଜଗୁଡ଼ିକ ମୋଟ ୯୪ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ ଗତି…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ DMK ନେତୃତ୍ୱାଧୀନ ଧର୍ମନିରପେକ୍ଷ ପ୍ରଗତିଶୀଳ ମେଣ୍ଟ (SPA) ଠାରୁ ଅଲଗା ହେବାକୁ ନିଷ୍ପତ୍ତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live