ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚତ୍ତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ ପରୀକ୍ଷା କରାଇବା ପାଇଁ ନ୍ୟାଶନାଲ ଟେଷ୍ଟିଂ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ କରିଛନ୍ତି, ଯାହା ଆଙ୍ଗ୍‌ଜାଇଟି ବା ମାନସିକ…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ ହୋଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏକ ଉଚ୍ଚସ୍ତରୀୟ…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି। ସେ ମେଟା ପ୍ଲାଟଫର୍ମ ଅଧିକୃତ ସୋସିଆଲ…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଏହି ସଂଶୋଧିତ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର ୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି ହୋଇଥିବା ଆବେଦନକୁ ମଧ୍ୟ ବାଚସ୍ପତି…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି, ମୁଁ ନେଇଥିବା ପ୍ରତ୍ୟେକ ନିଷ୍ପତ୍ତି ମୁଁ ଯେଉଁ ଦେଶକୁ ବହୁତ ଭଲ ପାଏ…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ବାଛିବା ପର୍ଯ୍ୟନ୍ତ ସେ ଏହି ଭୂମିକାରେ କାର୍ଯ୍ୟ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ପାକିସ୍ତାନ ଏବଂ କାତାର ଏହି ବିଷୟରେ ଏକ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମୁଖ୍ୟ ବିଲାୱଲ ଭୁଟ୍ଟୋ ଏହି ପ୍ରସଙ୍ଗରେ ଭାରତକୁ ଧମକ ଦେଇଥିଲେ, ଏବଂ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି ରହିଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ ରବିବାର କହିଛି। ଏଥିସହିତ ବିଦେଶରେ ଅଟକି ରହିଥିବା ଇରାନୀୟ ପାଣ୍ଠି ଏବଂ ଦେଶର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live