ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ ବିଦ୍ରୋହୀ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ ମହାପ୍ରଭୁ ଶ୍ରୀ ଶ୍ରୀ ଦଧିବାମନଙ୍କ ମାଉସୀ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର କରି ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ଡ୍ରାଇଭର ଜଣକ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି। ପ୍ରାଥମିକ ତଦନ୍ତରେ ଜଣେ ୧୭…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ ଲକ୍ଷ ନୁହେଁ ଏକାଥରକେ ପାଖାପାଖି ଦୁଇ…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି, ମୁଁ ନେଇଥିବା ପ୍ରତ୍ୟେକ ନିଷ୍ପତ୍ତି ମୁଁ ଯେଉଁ ଦେଶକୁ ବହୁତ ଭଲ ପାଏ…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ବାଛିବା ପର୍ଯ୍ୟନ୍ତ ସେ ଏହି ଭୂମିକାରେ କାର୍ଯ୍ୟ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ପାକିସ୍ତାନ ଏବଂ କାତାର ଏହି ବିଷୟରେ ଏକ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମୁଖ୍ୟ ବିଲାୱଲ ଭୁଟ୍ଟୋ ଏହି ପ୍ରସଙ୍ଗରେ ଭାରତକୁ ଧମକ ଦେଇଥିଲେ, ଏବଂ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି ରହିଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ ରବିବାର କହିଛି। ଏଥିସହିତ ବିଦେଶରେ ଅଟକି ରହିଥିବା ଇରାନୀୟ ପାଣ୍ଠି ଏବଂ ଦେଶର…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୬ ଜଣ ଗୁରୁତର…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି। ଏହି ଜାହାଜଗୁଡ଼ିକ ମୋଟ ୯୪ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ ଗତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live