ବିକ୍ରି ନ ହୋଇ ଖୋଲା ଆକାଶ ତଳେ ପଡିରହିଛି ଧାନ: ମାଡ଼ି ଆସିଲା ବର୍ଷା

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ କରିବା ସମୟ ଆସି ଯାଇଛି। ହେଲେ ଟୋକନ ସମସ୍ୟା ଯୋଗୁ ଏପର୍ଯ୍ୟନ୍ତ ରବିରେ ଅମଳ ଧାନକୁ ଅନେକ ଚାଷୀ ବିକ୍ରି କରି ପାରି ନାହାନ୍ତି। ଅନ୍ୟପଟେ ବର୍ଷା…

କାତାରରେ ବିସ୍ଫୋରଣ: ୧୨ ଭାରତୀୟଙ୍କ ସମେତ ୧୩ ମୃତ

ଦୁବାଇ,୨୩ା୬(ପି.ଟି.): କାତାରର ରାସ୍‌ ଲାଫାନ୍‌ ଶିଳ୍ପାଞ୍ଚଳ ସହରରେ ଥିବା ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ୧୨ ଭାରତୀୟଙ୍କ ସମେତ ୧୩ ଜଣ ପ୍ରାଣ ହରାଇଛନ୍ତି। ରବିବାର ସନ୍ଧ୍ୟାରେ ଶିଳ୍ପାଞ୍ଚଳ ସହରର ବାର୍ଜାନ ଗ୍ୟାସ୍‌ ଯୋଗାଣ କେନ୍ଦ୍ରରେ…

ଦିଲ୍ଲୀ ବନ୍ୟା ମୁକାବିଲାରେ ସାହାଯ୍ୟ କରୁଛି ‘ଆରାବଳୀ’

ନୂଆଦିଲ୍ଲୀ,୨୩ା୬: ଦେଶର ରାଜଧାନୀ ଦିଲ୍ଲୀରେ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ସହରକୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାରୁ ରକ୍ଷା କରିବା ପାଇଁ ଆରାବଳୀ ବାୟୋଡାଇଭର୍ସିଟି ପାର୍କ ବା ଆରାବଳୀ ଜୈବ ବିବିଧତା ଉଦ୍ୟାନ…

ବାପୁନର ବିଚାର

ପୁଅର ରେଜଲ୍ଟ ଭଲ ହୋଇଥିବା ଖୁସିରେ ଡାକ୍ତର ବନ୍ଧୁ ସୁରେଶବାବୁ ଆୟୋଜନ କରିଥିବା ଗୋଟେ ପାରିବାରିକ ଉତ୍ସବରେ ସାମିଲ ହେବାକୁ ପହଞ୍ଚିଲା ବେଳକୁ ଦେଖିଲି ଯେ ଖୁସି ପରିବର୍ତ୍ତେ ଘରେ ଟେନ୍‌ସନର ବାତାବରଣ। ସ୍ବାମୀ-ସ୍ତ୍ରୀ…

ତ୍ରୁଟିପୂର୍ଣ୍ଣ ଉପହାର ପ୍ରତ୍ୟାହାର ହେଉ

କୋମଳମତି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବଳିଷ୍ଠ, ପୁଷ୍ଟ ଓ ପ୍ରଭାବିତ କରିବାରେ ପାଠ୍ୟପୁସ୍ତକର ଅନିବାର୍ଯ୍ୟ ଭୂମିକା ସର୍ବଜନଗ୍ରାହ୍ୟ। ମାସକ ପୂର୍ବରୁ ୭ମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକରେ ଥିବା ତ୍ରୁଟି ସମ୍ପର୍କରେ ଶିକ୍ଷକଙ୍କଠାରୁ ଅବଗତ ହୋଇ ମୁଁ…

ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ୬ରୁ ୭ ପିଲା ଜୀବନ ବିକଳରେ ସେଠାରୁ ତଳକୁ ଡେଇଁ ପଡ଼ିଥିବା କୁହାଯାଉଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ ହୋଇଥିବା ଚୁକ୍ତିକୁ ପାଳନ କରିବାରେ ବିଫଳ ହୁଏ, ତେବେ ୱାଶିଂଟନ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚିବା ନିମନ୍ତେ ଏକ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର ୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି ହୋଇଥିବା ଆବେଦନକୁ ମଧ୍ୟ ବାଚସ୍ପତି…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି, ମୁଁ ନେଇଥିବା ପ୍ରତ୍ୟେକ ନିଷ୍ପତ୍ତି ମୁଁ ଯେଉଁ ଦେଶକୁ ବହୁତ ଭଲ ପାଏ…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ବାଛିବା ପର୍ଯ୍ୟନ୍ତ ସେ ଏହି ଭୂମିକାରେ କାର୍ଯ୍ୟ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ପାକିସ୍ତାନ ଏବଂ କାତାର ଏହି ବିଷୟରେ ଏକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live