ଯୁକ୍ତ ୩ ପ୍ରଥମବର୍ଷ ନାମଲେଖା ଆରମ୍ଭ: ଏହି ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ରାଜ୍ୟରେ ମଙ୍ଗଳବାର ଠାରୁ ଯୁକ୍ତ ୩ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ ନାମ ଲେଖା ଆରମ୍ଭ ହୋଇଛି। ଏନେଇ ସୋମବାର କଟ୍‌ ଅଫ ମାର୍କ ପ୍ରକାଶିତ ସହ ଛାତ୍ରୀଛାତ୍ରଙ୍କ ତାଲିକା…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ ଦଳ ସହିତ ଆୟର୍ଲାଣ୍ଡ ଗସ୍ତ ପାଇଁ…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ ଅଞ୍ଚଳର ଜଣେ ବରିଷ୍ଠ ଓ ଲଢୁଆ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଚାଲିଛି ଚଢାଉ

ସମ୍ବଲପୁର,୨୩।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭେଲପମେଣ୍ଟ ଅଥରିଟି (ସିଏଡିଏ) ଡିଭିଜନର ନିର୍ବାହୀ ଯନ୍ତ୍ରୀ ଇଂ. ପଦ୍ମଲୋଚନ ନାୟକଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

India-Pakistan Basmati Rice: ହର୍ମୁଜ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ଗେମ ପ୍ଲାନ, ଭାରତକୁ ଲାଗିବ ଶକ୍ତ ଧକ୍କା!

ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ପାକିସ୍ତାନ ଦୀର୍ଘ ଦିନ ଧରି ବାସୁମତୀ ଚାଉଳକୁ ନେଇ ପ୍ରତିଦ୍ୱନ୍ଦ୍ୱିତାରେ ବ୍ୟସ୍ତ ଅଛନ୍ତି। ଉଭୟ ଦେଶ ମଧ୍ୟପ୍ରାଚ୍ୟ ଏବଂ ୟୁରୋପର ବଜାରରେ ବିକ୍ରୟ ବୃଦ୍ଧି କରିବାକୁ ଚେଷ୍ଟା କରିଆସୁଛନ୍ତି। ଭାରତ…

କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମର୍‌ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଷ୍ଟାର୍ମରଙ୍କ ଇସ୍ତଫା ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଷ୍ଟାର୍ମର ଶକ୍ତି, ପ୍ରବାସନ ଏବଂ ଆମେରିକା…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ୬ରୁ ୭ ପିଲା ଜୀବନ ବିକଳରେ ସେଠାରୁ ତଳକୁ ଡେଇଁ ପଡ଼ିଥିବା କୁହାଯାଉଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ ହୋଇଥିବା ଚୁକ୍ତିକୁ ପାଳନ କରିବାରେ ବିଫଳ ହୁଏ, ତେବେ ୱାଶିଂଟନ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚିବା ନିମନ୍ତେ ଏକ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର ୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି ହୋଇଥିବା ଆବେଦନକୁ ମଧ୍ୟ ବାଚସ୍ପତି…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି, ମୁଁ ନେଇଥିବା ପ୍ରତ୍ୟେକ ନିଷ୍ପତ୍ତି ମୁଁ ଯେଉଁ ଦେଶକୁ ବହୁତ ଭଲ ପାଏ…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ବାଛିବା ପର୍ଯ୍ୟନ୍ତ ସେ ଏହି ଭୂମିକାରେ କାର୍ଯ୍ୟ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ପାକିସ୍ତାନ ଏବଂ କାତାର ଏହି ବିଷୟରେ ଏକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live