ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି ନାହିଁ । ଏହାକୁ ନେଇ ଜିଲାରେ…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ ଏକ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ ଅଧିକ ବୃହତ୍‌ କୌଣସି ଅମୂଲ୍ୟ ସମ୍ପଦ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି। ମୃତ ମହିଳା ହେଲେ ବଲାଙ୍ଗୀର ଜିଲା…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି। ମାତ୍ର ନିୟମିତ ବହୁସଂଖ୍ୟକ ବାଲି, ମାଟି…

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି ଇରାନ ଚୁକ୍ତି ଅନୁଯାୟୀ ପ୍ରତିଶ୍ରୁତି ପାଳନ…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ ଏହାକୁ ନିଷିଦ୍ଧ କରିବା ଲାଗି ପୃଥିବୀବ୍ୟାପୀ ଗୋଟେ ପଦକ୍ଷେପ ନିଆଯିବା ଆରମ୍ଭ ହୋଇଛି…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆସନ୍ତା ୨୬…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହରେ ୫ ଜଣ କଏଦୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ବେଳେ, ସେମାନଙ୍କ ମଧ୍ୟରୁ…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ ଏହି ସାକ୍ଷାତକାର ପରେ ରାଜନୈତିକ ମହଲରେ ହଲଚଲ ଜୋର୍‌ ଧରିଛି। ରାଷ୍ଟ୍ରପତି ଭବନ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ମୋଟ ୬୫ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ ସହଜ ହୋଇଥିଲା। ଉଇକେଟକିପର-ବ୍ୟାଟରଙ୍କ ବଦଳରେ, ଭାରତୀୟ ସ୍ପିନର କୁଲଦୀପ ଯାଦବ ଦିଲ୍ଲୀରୁ ଲକ୍ଷ୍ନୌ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ ଗୁଲାବ ଚନ୍ଦ କଟାରିଆ ଏବଂ ପଞ୍ଜାବ ପ୍ରଦେଶ ଅଧ୍ୟକ୍ଷ କେବଳ ସିଂହ ଢିଲ୍ଲୋଙ୍କୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି  ୨୩,୯୦୦ ଅଙ୍କ ତଳକୁ ଖସିଯାଇଛି। ଦକ୍ଷିଣ କୋରିଆରେ ମାନ୍ଦାବସ୍ଥା ଯୋଗୁ ଭାରତୀୟ ଷ୍ଟକ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ରହିଥିବା ବେଳେ ଚାଷୀମାନଙ୍କ ଆବଶ୍ୟକତା ପୂରଣ…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ୬ରୁ ୭ ପିଲା ଜୀବନ ବିକଳରେ ସେଠାରୁ ତଳକୁ ଡେଇଁ ପଡ଼ିଥିବା କୁହାଯାଉଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live