ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ ମେଢ଼ ଭସାଣି ବେଳେ ନଦୀକୁ ଯାଇଥିବା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ ଅଞ୍ଚଳରେ ରହୁଥିବା ଜୟନ୍ତୀ ସାହୁଙ୍କ ପରିବାର…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ସହ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ନବନିର୍ମିତ ଏହି ପ୍ରଶାସନିକ ଗୃହ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା ସମେତ ବିଭିନ୍ନ ଯୋଗାଣ ସମ୍ବନ୍ଧୀୟ କାର୍ଯ୍ୟ…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଏହାର କିଛି ସମୟ ପରେ ମମତା ବାନାର୍ଜୀ ନନ୍ଦୀଗ୍ରାମରେ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ ଦଳକୁ ସ୍ବତନ୍ତ୍ର ନିର୍ବାଚନ ଚିହ୍ନ ମଧ୍ୟ ଆବଣ୍ଟନ କରାଯାଇଛି, ଯାହାକୁ ନେଇ ମମତା…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା ଏକ ଆତ୍ମଘାତୀ ବିସ୍ଫୋରଣ ଥିଲା, ଯେଉଁଥିରେ ଅତିକମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ ଏବଂ ନିର୍ବାଚନୀ ଚିହ୍ନ ଘୋଷଣା କରିଛନ୍ତି। ମମତା ବାନାର୍ଜୀଙ୍କ ଗୋଷ୍ଠୀକୁ ‘ମମତା ଅଲ…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ, ୨୦୨୬’ ଅନୁଯାୟୀ ପାସପୋର୍ଟ ଆବେଦନ ଫି’ ଏବଂ ବୈଧତା ସମ୍ପର୍କିତ ନିୟମରେ ପରିବର୍ତ୍ତନ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ ଅନୁସାରେ ଉତ୍ପାଦନ ପ୍ରାୟ ୧ କୋଟି ମେଟ୍ରିକ ଟନ୍‌୍‌ (୧୦ ମିଲିୟନ ଟନ୍‌୍‌)…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି ଅବୈଧ ପଥ ଦେଇ ପାର ହେବାକୁ ଚେଷ୍ଟା କରିବା ବେଳେ ଇରାନ ଆକ୍ରମଣ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ଦଳର ୨ ପ୍ରତିଦ୍ୱନ୍ଦ୍ୱୀ ଗୋଷ୍ଠୀ ମମତା ବାନାର୍ଜୀ…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ଲାଗୁ ହେବାକୁ ଥିବା ୦.୪% ‘ମର୍ଚାଣ୍ଟ…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ ଅଧ୍ୟକ୍ଷ ଭାବରେ ଟାଟା ଗ୍ରୁପ୍ର ନେତୃତ୍ୱ ନେବା ଜାରି ରଖିବେ। ତାଙ୍କ କାର୍ଯ୍ୟକାଳକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live