Posted inଜାତୀୟ

ପହଲଗାମ ଆକ୍ରମଣ: LeT ମୁଖ୍ୟ ହାଫିଜ ସୟିଦଙ୍କୁ ଅଭିଯୁକ୍ତ ଦର୍ଶାଇଲା NIA

ନୂଆଦିଲ୍ଲୀ,୬।୭: ପହଲଗାମ ଆକ୍ରମଣ ମାମଲାର ଜାତୀୟ ତଦନ୍ତ ସଂସ୍ଥା (NIA) ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ୍‌ ଦାଖଲ କରିଛି। ଚାର୍ଜସିଟ୍‌ରେ NIA ପହଲଗାମ ଆକ୍ରମଣ ମାମଲାରେ LeT ମୁଖ୍ୟ ହାଫିଜ ସୟିଦଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଇଛି। ଏପରିକି ସଇଦଙ୍କୁ ବ୍ୟକ୍ତିଗତ ଏବଂ ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବା ଏବଂ ଏହାର ପ୍ରକ୍ସି ସଂଗଠନ, ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF)ର ମୁଖ୍ୟ ଭାବେ ଭାରତୀୟ ନ୍ୟାୟ ସଂହିତା (BNS) ଏବଂ ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ର ପ୍ରାସଙ୍ଗିକ ବ୍ୟବସ୍ଥା ଅନୁଯାୟୀ ଚାର୍ଜସିଟ କରାଯାଇଛି।

ସୂଚନା ଯୋଗ୍ୟ, ୨୦୨୫ ଏପ୍ରିଲ ୨୨ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୫ଜଣ ପର୍ଯ୍ୟଟକ ଏବଂ ଜଣେ ସ୍ଥାନୀୟ ନାଗରିକଙ୍କ ସମେତ ୨୬ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହା ଜମ୍ମୁ ଏବଂ କାଶ୍ମୀରରେ ହୋଇଥିବା ସବୁଠାରୁ ଭୟଙ୍କର ଆକ୍ରମଣ ମଧ୍ୟରୁ ଅନ୍ୟତମ।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?