ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ବଣିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଦାରିଙ୍ଗବାଡି, ୨୫।୪ (ଅରୁଣ ସାହୁ)- ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କୀବାଦୀଙ୍କ ଆକ୍ରମଣ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବଣିକ ସଙ୍ଘ ଓ ଗ୍ରାମବାସୀ ପକ୍ଷରୁ ଏହାର ପ୍ରତିବାଦ ଜଣାଯାଇଛି। ଏଥିସହ ମୃତ ହିନ୍ଦୁ ପର୍ଯ୍ୟଟକଙ୍କ ଆମର ଆତ୍ମାର ସଦ୍‌ଗତି କାମନା କରି କ୍ୟାଣ୍ଡେଲ ଶୋଭାଯାତ୍ରା ବାହାରିଥିଲା। ଏହା ୩ ଛକରୁ ବାହାରି ସହର ପରିକ୍ରମା କରିଥିଲା। ଏଥିରେ ସଙ୍ଘର କର୍ମକର୍ତ୍ତା, ସଦସ୍ୟ, ଗ୍ରାମବାସୀ, ଶିଶୁମାନେ ସାମିଲ ହୋଇଥିଲେ।

ନିରୀହ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା କରିବା ଅତି ନିନ୍ଦନୀୟ ଘଟଣା। ଭାରତ ସରକାର ଶୀଘ୍ର ଆତଙ୍କୀବାଦୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ଓ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରନ୍ତୁ ବୋଲି ସଙ୍ଘ ପକ୍ଷରୁ କୁହାଯାଇଛି। ସଂଧ୍ୟା ୬ଟାରେ ସମସ୍ତ ଦୋକାନ ବଜାରକୁ ବନ୍ଦ କରଯାଇ ସଙ୍ଘ ପକ୍ଷରୁ ଏହି କାର୍ଯ୍ୟକ୍ରମ କରାଯାଇଥିବା ଜଣାପଡିଛି। କାର୍ଯ୍ୟକ୍ରମରେ ବଣିକ ସଙ୍ଘର ସଭାପତି ଲଡ଼ୁ କିଶୋର ସାହୁଙ୍କ ସମେତ ଦିଲୀପ କୁମାର ସାହୁ, ସନ୍ତୋଷ କୁମାର ସାହୁ,ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ମଣ୍ଟୁ ସାହୁ,ସୂର୍ଯ୍ୟ ସାହୁ, ଧିରେନ ସାହୁଙ୍କ ସମେତ ଶତାଧିକ ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri