ପହିଲାରୁ ଫୁଲ୍‌ ପଇସା ଭାସୁଲ ସେଲ୍‌

ଭୁବନେଶ୍ୱର,୩୦।୪: ରିଲାଏନ୍ସ ଗ୍ରୁପର ଅଗ୍ରଣୀ କମ୍ପାନୀ ତଥା ରିଟେଲ ପ୍ଲାଟଫର୍ମ ସ୍ମାର୍ଟ ବଜାର ଓ ଜିଓ ମାର୍ଟର ଲୋକପ୍ରିୟ ଅଫର ‘ଫୁଲ ପଇସା ଭାସୁଲ ସେଲ୍‌’ର ଶୁଭାରମ୍ଭ ୨୦୨୪ ମେ ୧ରୁ ଆରମ୍ଭ ହେଉଛି। ଏପରିକି ପ୍ଲାଟଫର୍ମର ଏଡିଶନ ୨୦୨୪ ମେ ୧ରୁ ୫ ପର୍ଯ୍ୟନ୍ତ ଜାରି ରହିବ (ଉପଲବ୍ଧ) ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ସେହିଭଳି ଏହି ଏଡିଶନରେ ଗ୍ରାହକମାନେ ଗ୍ରୋସେରୀ, ଫ୍ୟାଶନ ଆଣ୍ଡ ହୋମ ପ୍ରଡକ୍ଟସ ଭଳି ଅନେକ କିଛି ଅତ୍ୟାବଶ୍ୟକ ସାମଗ୍ରୀ ଉଭୟ ଜିଓ ମାର୍ଟ ଆପ ଓ ସ୍ମାର୍ଟ ବଜାର ଆଉଟଲେଟରୁ ସୁଲଭ ମୂଲ୍ୟ ଓ ଆକର୍ଷଣୀୟ ରିହାତିରେ ପାଇପାରିବେ। ଉଲ୍ଲେଖଯୋଗ୍ୟ, ପ୍ରଥମ ଥର ପାଇଁ ଏହି ଅଫର ଜିଓ ମାର୍ଟ ଜରିଆରେ ରିହାତି ସୁବିଧା ରିଲାଏନ୍ସର ଅଗଣିତ ଗ୍ରାହକଙ୍କୁ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri