କଣ୍ଟେନରରେ ଗୋରୁ ଚାଲାଣ: ଖବର ପାଇ ମାଡ଼ି ବସିଲା ପାଇକମାଳ ପୋଲିସ

ପାଇକମାଳ, ୨୪।୯(ବଡ ଶତପଥୀ): ପାଇକମାଳ ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ଚେରେଙ୍ଗା ଝାଞ୍ଜ ନିକଟରୁ ଏକ ଗୋରୁ ବୋଝେଇ ଟ୍ରକ ଜବତ କରାଯାଇଛି। ତେବେ ଏକ କଣ୍ଟେନରରେ ଗୋରୁ ବୋଝେଇ ହୋଇ ଆସୁଥିବା ଜାଣି ପୋଲିସ ଚଢ଼ାଉ କରିଥିଲା। ଗାଡ଼ିରୁ ଉଦ୍ଧାର ୮ଟି ବଳଦକୁ ଗନ୍ଧମାର୍ଦ୍ଦନ ଗୋଶାଳାରେ ଛଡ଼ାଯାଇ କଣ୍ଟେନରକୁ ସିଜ୍‌ କରିଥିବା ଜଣାପଡ଼ିଛି। ଘଟଣାରେ ଅଭିଯୁକ୍ତ ଜିତେନ୍ଦ୍ରକୁମାର, ଗୁଲଜାର ଅହମ୍ମଦ ଓ ଗଣ ଶବର କୁ ଥାନାରେ ଅଟକ ରଖାଯାଇଛି ବୋଲି ପାଇକମାଳ ଥାନା ଅଧିକାରୀ କୈଳାସ ଚନ୍ଦ୍ର ପ୍ରଧାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ

ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍‌ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ…

ଲାଗି ରହିଛି ଡ୍ରେନେଜ ଅବ୍ୟବସ୍ଥା, ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବିଭିନ୍ନ ସ୍ଥାନରେ ନର୍ଦ୍ଦମା ପାଣି ନିଷ୍କାସନ ତଥା ଡ୍ରେନେଜ ଅବ୍ୟବସ୍ଥା ଲାଗି ରହିଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri