କଣ୍ଟେନରରେ ଗୋରୁ ଚାଲାଣ: ଖବର ପାଇ ମାଡ଼ି ବସିଲା ପାଇକମାଳ ପୋଲିସ

ପାଇକମାଳ, ୨୪।୯(ବଡ ଶତପଥୀ): ପାଇକମାଳ ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ଚେରେଙ୍ଗା ଝାଞ୍ଜ ନିକଟରୁ ଏକ ଗୋରୁ ବୋଝେଇ ଟ୍ରକ ଜବତ କରାଯାଇଛି। ତେବେ ଏକ କଣ୍ଟେନରରେ ଗୋରୁ ବୋଝେଇ ହୋଇ ଆସୁଥିବା ଜାଣି ପୋଲିସ ଚଢ଼ାଉ କରିଥିଲା। ଗାଡ଼ିରୁ ଉଦ୍ଧାର ୮ଟି ବଳଦକୁ ଗନ୍ଧମାର୍ଦ୍ଦନ ଗୋଶାଳାରେ ଛଡ଼ାଯାଇ କଣ୍ଟେନରକୁ ସିଜ୍‌ କରିଥିବା ଜଣାପଡ଼ିଛି। ଘଟଣାରେ ଅଭିଯୁକ୍ତ ଜିତେନ୍ଦ୍ରକୁମାର, ଗୁଲଜାର ଅହମ୍ମଦ ଓ ଗଣ ଶବର କୁ ଥାନାରେ ଅଟକ ରଖାଯାଇଛି ବୋଲି ପାଇକମାଳ ଥାନା ଅଧିକାରୀ କୈଳାସ ଚନ୍ଦ୍ର ପ୍ରଧାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?