ଖିମ୍‌ଜୀ ଜୁଏଲର୍ସର ‘ପାୟଲ୍‌ ଆଣ୍ଡ ଟୋ ରିଙ୍ଗ୍‌ ଫେଷ୍ଟିଭାଲ’

ଭୁବନେଶ୍ୱର,୧୪।୬: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ‘ପାୟଲ୍‌ ଆଣ୍ଡ ଟୋ ରିଙ୍ଗ୍‌ ଫେଷ୍ଟିଭାଲ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ରଜ ଉପଲକ୍ଷେ ଆକର୍ଷଣୀୟ ରଜ ମଉଜ ଅଫର ସାଙ୍ଗକୁ ବିଶେଷ ରିହାତି ଦିଆଯାଉଛି। ବିଶେଷକରି ମହିଳାମାନଙ୍କୁ ଆକର୍ଷଣୀୟ ରିହାତିରେ ବ୍ୟାପକ ବର୍ଗର ମନଲୋଭା ଅଳଙ୍କାରରେ ସଜେଇହେବା ସୁଯୋଗ ଦେବା ପାଇଁ ରଜ ମଉଜ ‘ପାୟଲ୍‌ ଆଣ୍ଡ୍‌ ଟୋ ରିଙ୍ଗ୍‌ ଫେଷ୍ଟିଭାଲ’ର ଆରମ୍ଭ ହୋଇଛି। ଚଳିତ ରଜ ପର୍ବରେ ମୁଖ୍ୟ ଅଳଙ୍କାର ରୁପା ପାଉଁଜୀ ଓ ଗୋଡ଼ ମୁଦି ଉପରେ ଆକର୍ଷଣୀୟ ରିହାତି ଉପଲବ୍ଧ ରହିଛି। ସେହିଭଳି ରଜ ପର୍ବ ଉପଲକ୍ଷେ ଗ୍ରାହକମାନେ ରୁପା ପାଉଁଜୀ ଓ ଗୋଡ଼ ମୁଦିର ଗଢ଼ା ମୂଲ୍ୟରେ ଫ୍ଲାଟ୍‌ ୨୫% ରିହାତି ଏବଂ ଏହାର କ୍ରୟ ମୂଲ୍ୟ ଉପରେ ୧୦% ଫ୍ଲାଟ୍‌ ରିହାତି ପାଇପାରିବେ। ଏହି ଅଫର୍‌ ୨୦୨୩ ଜୁନ୍‌ ୧୬ ପର୍ଯ୍ୟନ୍ତ ଖିମ୍‌ଜୀର ସମସ୍ତ ଷ୍ଟୋରରେ ଉପଲବ୍ଧ। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଆମେ ଏହି ଆକର୍ଷଣୀୟ ରଜ ଅଫର୍‌ ଘୋଷଣାକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ପ୍ରିୟ ଗ୍ରାହକଙ୍କ ପାଇଁ ରଜ ମଉଜର ଖୁସି ଦ୍ୱିଗୁଣିତ କରିବାକୁ ପ୍ରୟାସ କରିଛୁ। ବିଶେଷକରି ମହିଳା ଗ୍ରାହକମାନଙ୍କ ପାଇଁ ରୁପା ପାଉଁଜୀ ଓ ଗୋଡ଼ ମୁଦି କ୍ରୟ ଉପରେ ଆକର୍ଷଣୀୟ ରିହାତି ଦେଉଛି, ଯାହା ରଜ ପର୍ବରେ ଆହୁରି ଆନନ୍ଦ ଭରିବ।
ଉଲ୍ଲେଖଯୋଗ୍ୟ, ରଜ ମଉଜ ଅଫର ସମ୍ପର୍କରେ ଅଧିକ ସୂଚନା ଏବଂ ଆକର୍ଷଣୀୟ ଅଳଙ୍କାର ସମ୍ଭାର ସଂଗ୍ରହ କରିବା ପାଇଁ ଖିମ୍‌ଜୀ ଜୁଏଲର୍ସର ୭ଟି ଷ୍ଟୋର ଯଥା ଭୁବନେଶ୍ୱର, ବ୍ରହ୍ମପୁର, କଟକ, ଝାରସୁଗୁଡ଼ା, ପୁରୀ ଏବଂ ରାଉରକେଲା ଷ୍ଟୋର ପରିଦର୍ଶନ କରିବାକୁ ଖିମ୍‌ଜୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri