ପୁଣି ଜନନୀ ଯନ୍ତ୍ରଣା: ଖଟିଆରେ ପ୍ରସବ କଲେ ଗର୍ଭବତୀ

ଉଦଳା,୨୨ା୧୧(ସନ୍ତୋଷ କୁମାର ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ପଦ୍ମପୋଖରୀ ଗ୍ରାମରୁ ପୁଣି ଜନନୀ ଯନ୍ତ୍ରଣା ଖବର ସାମ୍ନାକୁ ଆସିଛି। ଜଣେ ଗର୍ଭବତୀ ପ୍ରସବ ଯନ୍ତ୍ରଣା ପାଉଥିବା ବେଳେ ଗାଁକୁ ଆମ୍ବୁଲାନ୍ସ ନ ଆସିବାରୁ ଖଟିଆରେ ବୁହା ହୋଇଥିଲେ। ବୁହା ହୋଇ ଗାଡ଼ି ପାଖକୁ ଯିବା ସମୟରେ ଖଟିଆରେ ପ୍ରସବ କରିଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ, ପଦ୍ମପୋଖରୀ ପଞ୍ଚାୟତ ଧନାସାହିର ସମା ମହାକୁଡ଼ଙ୍କ ସ୍ତ୍ରୀ ନାନ୍ଦୀ ମହାକୁଡ଼ଙ୍କର ଶନିବାର ପ୍ରସବ ବେଦନା ହୋଇଥିଲା। ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ଆମ୍ବୁଲାନ୍ସ ନାଳ ପାର ହୋଇ ନ ପାରି ଗ୍ରାମଠାରୁ ୨ କି.ମି. ଦୂରରେ ଅଟକି ରହିଥିଲା। ପରିବାର ଓ ଗ୍ରାମବାସୀ ଗର୍ଭବତୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ଖଟିଆରେ ବୋହି ଆଣିବା ସମୟରେ ଆମ୍ବୁଲାନ୍ସ ପାଖରେ ପହଞ୍ଚିବା ପୂର୍ବରୁ ନବଜାତକଙ୍କୁ ଜନ୍ମ ଦେଇଥିଲେ। ପରେ ଉଭୟଙ୍କୁ ଚିକିତ୍ସା ନିମନ୍ତେ ଶାଳଚୁଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଉଭୟ ମା’, ଶିଶୁ ସୁସ୍ଥଥିବା ଡାକ୍ତରଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ ଗ୍ରାମ ରାସ୍ତା ନେଇ ପୂର୍ବରୁ ଅନେକ ବାର ଅଭିଯୋଗ ହୋଇଛି। ଆଜି ପର୍ଯ୍ୟନ୍ତ ରାସ୍ତା ହୋଇ ନ ଥିବାରୁ ଏଭଳି ଘଟଣା ବାରମ୍ବାର ଘଟୁଥିବା ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri