Posted inଫୁରସତ

କଷ୍ଟ ଲାଘବ କରେ ନିଶ୍ଚେତକ

ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। ଏହା ବିନା ସାଧାରଣ ପରୀକ୍ଷାଠାରୁ ଆରମ୍ଭ କରି ଛୋଟ ଅବା ବଡ଼ ଅପରେଶନ ସମ୍ଭବ ହୋଇପାରି ନ ଥାଏ। ନିଶ୍ଚେତକ ବ୍ୟବହାର ଦ୍ୱାରା ରୋଗୀ ଅପରେଶନ ସମୟରେ କଷ୍ଟ ଅନୁଭବ କରିପାରି ନ ଥାନ୍ତି। ଚିକିତ୍ସା ବିନା କଷ୍ଟ ଅନୁଭବରେ ହେବା ଦ୍ୱାରା ରୋଗୀ ମାନସିକସ୍ତରରେ ଏହାର ସାମନା କରିବାକୁ ସକ୍ଷମ ହୋଇଥାନ୍ତି ଏବଂ ଚିକିତ୍ସା ସେବା ଗ୍ରହଣ କରିବାକୁ ସ୍ବୀକୃତି ପ୍ରଦାନ କରିଥାନ୍ତି। ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକର ଭୂମିକା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ନିଶ୍ଚେତକ ଦିବସ ପାଳନ କରାଯାଇଥାଏ। ଏହାକୁ ଇଥର ଦିବସ ମଧ୍ୟ କୁହାଯାଇଥାଏ।
କ୍ଷେତ୍ରରେ ୧୮୪୬ ଅକ୍ଟୋବର ୧୬ରେ ସଫଳତାର ସହିତ ଡାଇଇଥାଇଲ ଇଥର ନିଶ୍ଚେତକର ପ୍ରୟୋଗ କରାଯାଇଥିଲା। ଏହାକୁ ସ୍ମରଣ କରିବା ପାଇଁ ସାରା ବିଶ୍ୱରେ ବିଶ୍ୱ ନିଶ୍ଚେତକ ଦିବସ ପାଳନ କରାଯାଇଥାଏ।
ଟି.ଜି. ମୋର୍ଟନ ଆନୁଷ୍ଠାନିକ ଭାବେ ଡାଇଇଥାଇଲ ଇଥରର ପ୍ରଥମ ସଫଳ ବ୍ୟବହାର ହାଓ୍ବାର୍ଡ ସ୍କୁଲ ଅଫ ମେଡିସିନର ମାସାଚୁସେଟ୍ସ ଜେନେରାଲ ହସ୍ପିଟାଲରେ ଏକ ଅପରେଟିଂ ଥିଏଟରରେ କରିଥିଲେ। ବିଶ୍ୱ ନିଶ୍ଚେତକ ଦିବସ ପ୍ରତିବର୍ଷ ଏକ ବାର୍ତ୍ତା ଉପରେ ପର୍ଯ୍ୟବେସିତ ହୋଇଥାଏ। ଚଳିତ ୨୦୨୩ ବର୍ଷ ପାଇଁ ଏହି ଦିବସର ବାର୍ତ୍ତା ହେଉଛି, ‘ନିଶ୍ଚେତକ: ଆକ୍ସେସ ସୁନିଶ୍ଚିତ କରିବା, ସବୁ ସ୍ଥାନରେ ନିରାପଦ ସର୍ଜିକାଲ କେୟାର ବୃଦ୍ଧି କରିବା’( ଆନାଥେିସିଆ: ଏନସ୍ୟୁରିଂ ଆକ୍ସେସ, ଏନହାନ୍ସିଂ ସେଫ୍‌ ସର୍ଜିକାଲ କେୟାର ଏଭ୍ରିହ୍ବେର)।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri