ଅଲିମ୍ପିକ୍ସକୁ ନେଇ ଚିତ୍ରକଳା ପ୍ରଦର୍ଶନ

ସମ୍ବଲପୁର,୨୯ା୭ (ବ୍ୟୁରୋ): ଅଲିମ୍ପିକ୍ସକୁ ନେଇ ଇଣ୍ଡିଆନ କଣ୍ଟେମ୍ପରାରି ଆଟର୍‌ସ ଆସୋସିଏଶନ ଦ୍ୱାରା ଆନ୍ତର୍ଜାତୀୟ ଭର୍ଚୁଆଲ ଆର୍ଟ ଶୋ ପ୍ରଦର୍ଶିତ ହୋଇଛି। ଏଥିରେ ପଶ୍ଚିମ ଓଡ଼ିଶାର ୮ ଚିତ୍ରଶିଳ୍ପୀଙ୍କ କଳାକୃତି ସାମିଲ ହୋଇଛି। ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଆନ୍ତର୍ଜାତୀୟ ହକି ଖେଳାଳି ଦିଲୀପ ତିର୍କୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଶୋ’ରେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରର ୭୨ ଚିତ୍ରଶିଳ୍ପୀଙ୍କ କଳାକୃତି ଚୟନ କରାଯାଇଥିଲା। ସେଥିରୁ ସମ୍ବଲପୁରର ୭ ଓ ବରଗଡର ଜଣେ ଚିତ୍ରଶିଳ୍ପୀଙ୍କ କୃତି ସ୍ଥାନ ପାଇଛି। ସଞ୍ଜୟ ସାହୁଙ୍କ ଡ୍ରିମ୍‌, ମନୋଜ ଚୌଧୁରୀଙ୍କ ଜିଙ୍ଗ୍‌ ଅଫ୍‌ ଦ ରିଂ, ମହେଶ ପାଣ୍ଡେଙ୍କ ଏ ପେନିଙ୍ଗ୍‌ ସେଲିବ୍ରେଶନ, ପ୍ରେମଚାନ୍ଦ ରାଉତଙ୍କ ଦ ହାଇଟ୍ସ ଅଫ୍‌ ଗ୍ଲୋରି, ବନ୍ଦନା ମିଶ୍ରଙ୍କ ଜମ୍ପ୍‌ ଅଫ୍‌ ପ୍ରାଇଟ୍‌, ସୁଜାତା ବେହେରାଙ୍କ ଡ୍ରାଇଭିଂ ଫର୍‌ ଗ୍ଲୋରି, ଅନୁରେଖା ଜେନାଙ୍କ ସ୍ପ୍ରାଇଣ୍ଟର ଏବଂ ବରଗଡର କୁଶ ଭୂୟାଁଙ୍କ ମିଶନ୍‌-୨୧ ସ୍ଥାନିତ ହୋଇଛି। ସେଗୁଡିକର ଭିଡିଓ ଟୋକିଓ ଅଲମ୍ପିକ୍ସରେ ମେମୋରିଆଲ ହଲ୍‌ରେ ଅଗଷ୍ଟ ୮ ପର୍ଯ୍ୟନ୍ତ ପ୍ରଦର୍ଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?