ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଏସି ଅଚଳ,ରୋଗୀ ହନ୍ତସନ୍ତ

କେନ୍ଦୁଝର,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା 40 ଡିଗ୍ରୀ ଟପିଥିବା ବେଳେ ପ୍ରବଳ ଗରମରେ ଲୋକ ମାନେ ସଢୁଛନ୍ତି। ଏଭଳି ପରିସ୍ଥିତିରେ ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଗର୍ଭବତୀ ମହିଳା ଓ ଶିଶୁ ଗରମ ରେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଓ୍ବାର୍ଡରେ ଫ୍ୟାନ୍‌ ଓ ଏସି ଲାଗିଛି। କିନ୍ତୁ ଏସି ସବୁ ଅଚଳ ହୋଇ ପଡିଥିଲେ ହେଁ ସଜଡା ଯାଉ ନ ଥିବାରୁ ନବଜାତ ଶିଶୁ ଓ ଗର୍ଭବତୀ ମହିଳାମାନେ ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି। ଅର୍ଥର ଅଭାବ ନ ଥିବା ବେଳେ ଏସବୁ ଏସି କାହିଁକି ସଜଡା ଯାଉନାହିଁ ସେ ନେଇ ନାନା ପ୍ରଶ୍ନ ଉଠୁଛି। ନିମ୍ନ ମାନର ଏସି ଲଗାଯାଇଥିବା କାରଣରୁ ଏଭଳି ଅଚଳ ହୋଇଯାଇଥିବା ଅଭିଯୋଗ ହେଉଛିା ଅନ୍ୟ ପକ୍ଷରେ ପ୍ରବଳ ଖରାକୁ ଆଖିରେ ରଖି ଯୋଗାଣ କାରୀ ସଂସ୍ଥା ବା ମେଡିକାଲ ପ୍ରଶାସନ ପକ୍ଷରୁ ରକ୍ଷଣା ବେକ୍ଷଣ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ସେହିପରି ସ୍ଥାନ ଅଭାବରୁ ବାରଣ୍ଡାରେ ଅର୍ଥାତ ରୁମ୍‌ ବାହାରେ ବେଡ୍‌ ପକାଇ ରୋଗୀ ଓ ନବଜାତ ଶିଶୁଙ୍କୁ ରଖାଯାଉଥିବା ବେଳେ ଅନେକ ବାରଣ୍ଡାରେ ତଳେ ଶୋଇ ଚିକିତ୍ସିତ ହେବାକୁ ବାଧ୍ୟ ହେଉଛନ୍ତିା ସିଡିଏମଓ ଡାକ୍ତର କିଶୋର ଚନ୍ଦ୍ର ପୃଷ୍ଟିଙ୍କୁ ଏନେଇ ପଚାରିବାରୁ ସେ କହିଛନ୍ତି, ଯେତିକି ବେଡ୍‌ ରହିଛି ତା’ଠାରୁ ବହୁ ଅଧିକ ରୋଗୀ ଆସୁଥିବାରୁ ଏଭଳି ସମସ୍ୟା ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri