କରୋନା ଆକ୍ରାନ୍ତ ସତ୍ତ୍ୱେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଡାକିଲେ ବୈଠକ, ହେଲେ ଟ୍ରୋଲ

ଇସଲାମାବାଦ,୨୬।୩: ପାକିସ୍ତାନ ସୂଚନା ପ୍ରସାରଣ ମନ୍ତ୍ରୀ ଶିବଲି ଫରାଜ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ କ୍ୟାପ୍‌ଶନ ଲେଖିଛନ୍ତି ପ୍ରଧାନମନ୍ତ୍ରୀ ଇମରାନ ଖାନ୍‌ଙ୍କ ମିଡିଆ ଟିମ୍‌ ସହିତ ବୈଠକ। ମନ୍ତ୍ରୀଙ୍କ ଏହି ଟୁଇଟ୍‌ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ହେଉଛି।

ପ୍ରଧାନମନ୍ତ୍ରୀଙ୍କ ଏହି ବୈଠକର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ୟୁଜର୍ସମାନଙ୍କ ମଧ୍ୟରେ ଲଢ଼େଇ ଚାଲିଛି। କରୋନା ପଜିଟିଭ୍‌ ହେବା ପରେ ଇମ୍‌ରାନ ଗୋଟିଏ କୋଠରିରେ ୬ ଲୋକଙ୍କ ସହିତ ବସିଥିବା ନଜର ଆସିଛନ୍ତି।

ସୂଚନାଯୋଗ୍ୟ, ଗତ ସପ୍ତାହରେ ଇମରାନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ମାତ୍ର ସେ ହୋମ୍‌ ଆଇସୋଲେଶନରେ ନ ରହି ମିଡିଆ ଟିମ୍‌ ସହିତ ମିଟିଂ କରୁଥିବା ନଜର ଆସିଛନ୍ତି। ବୈଠକରେ ଇମରାନ ମାସ୍କ ପିନ୍ଧିଥିବା ବେଳେ ଅନ୍ୟ ସଦସ୍ୟମାନେ ମଧ୍ୟ ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷା କରିଛନ୍ତି। ଏହା ପରେ ମଧ୍ୟ ସୋସିଆଲ ମିଡିଆରେ ୟଜର୍ସ ଇମରାନଙ୍କୁ ଟ୍ରୋଲ କରୁଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଏହା ବହୁତ ଖରାପ। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, ଶିବଲୀ ଫରାଜଙ୍କର କରୋନା ଟେଷ୍ଟ କରିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ ଖେଳିଲେ ସୁନକ

ଲଣ୍ଡନ,୨୪।୩: ଇଂଲଣ୍ଡ ପ୍ରଧାନମନ୍ତ୍ରୀ ଋଷି ସୁନକ ୨୦୨୨ ଟି-୨୦ ବିଶ୍ୱକପ ବିଜେତା ଦଳ ସହ ବିଜୟ ଉତ୍ସବ ପାଳନ କରିଥିଲେ। ଇଂଲଣ୍ଡ ୨୦୨୨ ଟି-୨୦ ବିଶ୍ୱକପ...

ଚର୍ଚ୍ଚରେ ଆତଙ୍କବାଦୀ ଆକ୍ରମଣ: ୫ ମୃତ, ୧୫ ଆହତ

କାମ୍ପଲା,୧୬।୧: ଉଗାଣ୍ଡାର ଏକ ଚର୍ଚ୍ଚରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ପୂର୍ବ କଙ୍ଗୋଲି ସହର କାସିଣ୍ଡିର ଜଣେ ସନ୍ଦିଗ୍ଧ ଆତଙ୍କବାଦୀ ଏକ ଚର୍ଚ୍ଚରେ ପଶିଥିଲେ। ଏହି ଆକ୍ରମଣରେ...

ନାଚ ଗୀତ ମାଧ୍ୟମରେ ମନ ଭୁଲାଇବାକୁ ଚାହୁଁଛନ୍ତି କରୋନାଭାଇରସ ସଂକ୍ରମିତ !

ବେଜିଂ,୧୩।୨: କରୋନାଭାଇରସରେ ଏବେ ଚାଇନାରେ ମୃତ୍ୟୁସଂଖ୍ୟା ୧୩ଶହ ଛୁଇଁଲାଣି। ବେଳକୁ ବେଳ କରୋନାଭାଇରସରେ ମୃତ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଚାଇନାର ଉହାନ ସହରରେ...

ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଡାଉନ ହେଲା ଟୁଇଟର

ୱାଶିଂଟନ,୧୮ ।୨: ଗୋଟିଏ ସପ୍ତାହରେ ଦ୍ୱିତୀୟଥର ଗୁରୁବାର ରାତିରେ ଟୁଇଟର ଡାଉନ ହୋଇଥିବା ଜଣାପଡିଛ । ୟୁଜର୍ସ ପେଜ ଲୋଡ ନ କରିପାରିବା ସହ ଟୁଇଟର...

କାଗଜରେ ପାଠ ଲେଖିଲେ ରହିବ ଅଧିକ ମନେ

ଟୋକିଓ,୨୦।୩: ପାଠ ପଢ଼ିଲେ ମଧ୍ୟ କେତେକ ଛାତ୍ରୀଛାତ୍ରଙ୍କର ଏହା ମନେ ରହି ନ ଥାଏ। ତେବେ ସମ୍ପ୍ରତି ଜାପାନର ଟୋକିିଓରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

ୟୁକ୍ରେନ୍‌ ଉପରେ ୭୦ ମିଶାଇଲ ମାଡ଼

ମସ୍କୋ,୬।୧୨: ରୁଷୀୟ ତୈଳକୁ ୟୁରୋପୀୟ ରାଷ୍ଟ୍ରଗୁଡ଼ିକ ବ୍ୟାରେଲ ପିଛା ୬୦ ଡଲାରରେ ସୀମିତ ରଖି ମସ୍କୋକୁ ଆର୍ଥିକ ଝଟକା ଦେଇଛନ୍ତି। ଏହି ପଦକ୍ଷେପକୁ ନେଇ କ୍ଷୁବ୍ଧ...

ଆମେରିକାର ଅଭିଯୋଗ: କରୋନା ସମ୍ପର୍କିତ ସୂଚନା ପ୍ରସାର କରିବାରେ ଡବ୍ଲ୍ୟୁଏଚ୍‌ଓ ବିଫଳ

ଓ୍ବାଶିଂଟନ,୧୧।୧୧: ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ବିରୋଧରେ ଆମେରିକା ଗୁରୁତର ଅଭିଯୋଗ ଆଣିଛି। ଆମେରିକା କହିଛି ଯେ, କରୋନ ଭୂତାଣୁର ଉତ୍ପତ୍ତି ତଥା ଏସମ୍ପର୍କିତ ତଥ୍ୟ ପ୍ରସାର କରିବାରେ...

ଶ୍ରଦ୍ଧାଞ୍ଜଳି ପାଇଁ ଏମ୍‌ପି ପଦ ଗଲା

ଟରଣ୍ଟୋ, ୫ା୧: ସମ୍ପର୍କୀୟଙ୍କ ମୃତ୍ୟୁ ପରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଯାଇ ଜଣେ ଏମ୍‌ପିଙ୍କୁ ଇସ୍ତଫା ଦେବାକୁ ପଡିଛି। କାନାଡ଼ାର ଜଣେ ଭାରତୀୟ ବଂଶୋଦ୍ଭବ କାନାଡ଼ା...

Advertisement
Archives

Model This Week