ପାକିସ୍ତାନରେ ସରିଲା ଭୋଟ ଗଣତି: ଇମ୍ରାନ ଖାନ ଆଗୁଆ, ନୱାଜ ଶରିଫଙ୍କୁ ମିଳିଲା ସେନାର ସମର୍ଥନ

ଯୋଧପୁର,୧୧।୨: ଅର୍ଥନୈତିକ ସଙ୍କଟରୁ ମୁକ୍ତି ପାଇବା ପାଇଁ ସଂଘର୍ଷ କରୁଥିବା ପାକିସ୍ତାନକୁ ନିର୍ବାଚନ ଲଢେଇ ବେଳେ ଆଉ ଏକ ଝଟକା ଲାଗିଛି। ସଂଖ୍ୟା କିମ୍ବା ପ୍ରତୀକ ସହିତ ଅକ୍ଷର ମଧ୍ୟ ବ୍ୟବହାର କରି। ନିର୍ବାଚନ ଭୋଟ ଗଣନା ଶେଷ ହେବା ପରେ କୌଣସି ଦଳ ପୂର୍ଣ୍ଣ ବହୁମତ ନ ପାଇବାରୁ ଦେଶରେ ଘୋଡ଼ା ବେପାର ଆଶଙ୍କା ସୃଷ୍ଟି ହୋଇଛି।

ଭୋଟ୍ ଗଣନା ଶେଷ ହେବାପରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାକିସ୍ତାନ ତେହେରିକ-ଇ ଇନସାଫ (ପିଟିଆଇ) ଦଳ ସମର୍ଥିତ ସ୍ୱାଧୀନ ପ୍ରାର୍ଥୀ ୨୬୪ ଟି ଆସନ ମଧ୍ୟରୁ ୧୦୧ ଟିରେ ଆଗୁଆ ଅଛନ୍ତି ବୋଲି ନିର୍ବାଚନ ଆୟୋଗର ୱେବସାଇଟରେ ସୂଚନା ଦିଆଯାଇଛି। ଅନ୍ୟପଟେ

ତେବେ ସାଧାରଣ ନିର୍ବାଚନ ସମୟରେ କିଛି ବୁଥରେ ହୋଇଥିବା ଅନିୟମିତତା ଅଭିଯୋଗକୁ ନେଇ ପିଟିଆଇ ଏବଂ ଅନ୍ୟ ଦଳର ବିରୋଧ ମଧ୍ୟରେ ନିର୍ବାଚନ ଆୟୋଗ କେତେକ ମତଦାନ କେନ୍ଦ୍ରରେ ପୁନଃ ମତଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମତଦାନ ଫେବୃଆରୀ ୧୫ ପାଇଁ ଧାର୍ୟ୍ୟ କରାଯାଇଛି।

୨୪୧ ନିୟୁତ ଜନସଂଖ୍ୟା ବିଶିଷ୍ଟ ଦେଶ ପାକିସ୍ତାନ ଫେବୃଆରୀ ୮ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପାକିସ୍ତାନର ନିର୍ବାଚନ ଆୟୋଗ (ଇସିପି) ୨୬୫ ପ୍ରତିଦ୍ୱନ୍ଦ୍ୱୀ ଆସନ ମଧ୍ୟରୁ ୨୬୪ ର ଫଳାଫଳ ଘୋଷଣା କରିଛି।

ପାକିସ୍ତାନର ନିର୍ବାଚନ ଆୟୋଗ (ଇସିପି) ଅନୁଯାୟୀ, ପିଟିଆଇ ସମର୍ଥିତ ସ୍ୱାଧୀନ ପ୍ରାର୍ଥୀମାନେ ଆଶ୍ଚର୍ୟ୍ୟଜନକ ଭାବେ ୧୦୦ ଟି ସିଟ୍ ଜିତି ଶରିଫଙ୍କ ପିଏମଏଲ-ଏନ ଠାରୁ ୭୨ ସିଟ୍ ଆଗରେ ରହିଛନ୍ତି। ପାକିସ୍ତାନର ପୂର୍ବତ୍ତନ ପ୍ରଧାନମନ୍ତ୍ରୀ ବେନଜିର ଭୁଟ୍ଟୋଙ୍କ ପୁଅ ବିଲାୱାଲ ଭୁଟ୍ଟୋ ଜାରଦାରୀଙ୍କ ନେତୃତ୍ୱରେ ପାକିସ୍ତାନ ପିପୁଲ୍ସ ପାର୍ଟି ୫୪ ଟି ସିଟ୍ ଜିତିଛି। ଅନ୍ୟ ଛୋଟ ଦଳ ମିଳିତ ୨୭ ଟି ଆସନ ଜିତିଛନ୍ତି ବୋଲି ଇସିପି କହିଛି ଏବଂ ମିଳିତ ସରକାର ଗଠନ ହେଲେ ସେମାନେ ଏଥିରେ ଭାଗ ନେଇପାରିବେ। ତେବେ ନିର୍ବାଚନ ଫଳାଫଳ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ।

ତେବେ ପିଟିଆଇ ସମର୍ଥିତ ସ୍ୱାଧୀନ ପ୍ରାର୍ଥୀମାନେ ବଡ଼ ସଂଖ୍ୟାରେ ଜିତିବା ପରେ ମଧ୍ୟ ସେମାନେ ପାକିସ୍ତାନର ନିର୍ବାଚନ ଆଇନ ଅନୁଯାୟୀ ସରକାର ଗଠନ କରିପାରିବେ ନାହିଁ। ଏଥିପାଇଁ ସେମାନେ ପ୍ରଥମେ ଏକ ଦଳରେ ଯୋଗଦେବା ଏବଂ ପରେ ସରକାର ଗଠନ କରିବେ। କାରଣ ସ୍ୱାଧୀନ ପ୍ରାର୍ଥୀମାନେ ମଧ୍ୟ ସଂରକ୍ଷିତ ସିଟ୍ ଆବଣ୍ଟନ କରିବାକୁ ଯୋଗ୍ୟ ନୁହଁନ୍ତି, ସେଥିମଧ୍ୟରୁ ୭୦ ଟି ପାର୍ଟି ଶକ୍ତି ଅନୁଯାୟୀ ବଣ୍ଟନ କରାଯିବା ପାଇଁ ଉଦ୍ଦିଷ୍ଟ ବୋଲି ନ୍ୟୁଜ୍ ଏଜେନ୍ସି ରଏଟର୍ସ ରିପୋର୍ଟ କରିଛି।

ଦେଶରେ ଏଭଳି ସ୍ଥିତିରେ ରାଷ୍ଟ୍ରପତି ଆରିଫ ଅଲଭି ସୋସିଆଲ ମିଡିଆରେ ଏକ ପୋଷ୍ଟ କରି କହିଛନ୍ତି, ଦେଶରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ) ମାଧ୍ୟମରେ ମତଦାନ ଅପାଇଁ ତାଙ୍କର ଦଳ ପିଟିଆଇ ବହୁଦିନ ଧରି ଲଢେଇ କରି ଆସିଛି। ଯଦି ଇଭିଏମରେ ମତଦାନ ହୋଇଥାନ୍ତା, ହୁଏତ ଆଜି ଏହି ଅସ୍ଥିରତା ସୃଷ୍ଟି ହୋଇ ନଥାନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri